ପଶ୍ଚିମବଙ୍ଗର କୋଲକାତାରେ ଦୁର୍ଗାପୂଜା ମଣ୍ଡପରେ ଦଳାଚକଟା ଯୋଗୁଁ ୧୭ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏଥିରେ ୪୦ରୁ ଅଧିକ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି । ସପ୍ତମୀ ସନ୍ଧ୍ୟାରେ ଚୋରବାଗାନ ସାର୍ବଜନୀନ ଦୁର୍ଗାପୂଜା ମଣ୍ଡପରେ ପ୍ରବଳ ଭିଡ଼ ହୋଇଥିଲା । ଏହି ସମୟରେ ମଣ୍ଡପର କିଛି ଅଂଶ ଭାଙ୍ଗିପଡ଼ିବା ପରେ ଦଳାଚକଟା ସ୍ଥିତି ସୃଷ୍ଟି ହୋଇଥିଲା । ଆହତମାନଙ୍କୁ କୋଲକାତା ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣା ପରେ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ହସ୍ପିଟାଲକୁ ଯାଇ ଆହତଙ୍କ ସ୍ଥିତି ସମୀକ୍ଷା କରିଛନ୍ତି । Post navigation Brajmohan Ram to Take Oath as Governor: ଓଡ଼ିଶାର ୪୪ତମ ରାଜ୍ୟପାଳ ଭାବେ ଶପଥ ନେବେ ବ୍ରଜମୋହନ ରାମ Body builder Janmejay Mohanty Passes Away: ବଡି ବିଲଡର ଜନ୍ମେଜୟ ମହାନ୍ତିଙ୍କ ପରଲୋକ