ଭିଜିଲାନ୍ସ ଜାଲରେ ଫୁଲନଖରା ଡେପୁଟି ଫରେଷ୍ଟ ରେଞ୍ଜର। ବୃକ୍ଷରୋପଣ ସମ୍ପର୍କିତ ବିଲ୍ ପାସ୍ କରିବା ପାଇଁ ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କଟକ ଫୁଲନଖରା ଡେପୁଟି ଫରେଷ୍ଟ ରେଞ୍ଜର ମୌସୁମୀ ବେହେରା ।ଜଣେ ଷ୍ଟାଫ୍ କର୍ମଚାରୀଙ୍କ ଠାରୁ ୧ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ତାଙ୍କୁ ଧରିବାରେ ସଫଳ ହୋଇଛି ।

 

Leave a Reply

Your email address will not be published. Required fields are marked *