ରାଜ୍ୟରେ ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବ ଏବଂ ପ୍ରତିକୂଳ ପାଗକୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଛାତ୍ରଛାତ୍ରୀମାନଙ୍କ ସୁରକ୍ଷାକୁ ସର୍ବାଧିକ ଗୁରୁତ୍ୱ ଦେଇ ଜିଲ୍ଲାରେ ଥିବା ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ପ୍ରକାର ସ୍କୁଲପକୁ ଆଜି ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। Post navigation Cyclone Arnab: ବାହୁଦା ନଦୀର ବନ୍ୟାଜଳରେ ଜଳମଗ୍ନ NH-୧୬, ଓଡ଼ିଶା-ଆନ୍ଧ୍ର ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ Taptapani Ghat Landslide: ତପ୍ତପାଣି ଘାଟିରେ ଭୂସ୍ଖଳନ: ଲଗାଣ ବର୍ଷାରେ ରାସ୍ତାବନ୍ଦ, ଯାତ୍ରୀ ହନ୍ତସନ୍ତ