ଚର୍ଚ୍ଚିତ ACF ସୌମ୍ୟ ରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଏକ ବଡ଼ ମୋଡ଼ ଆସିଛି। ମୃତ ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ପାରଳାଖେମୁଣ୍ଡି ଏସ୍.ଡି.ଜେ.ଏମ୍. କୋର୍ଟରେ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶା ହାଇକୋର୍ଟରେ ବିଦ୍ୟାଭାରତୀଙ୍କ ଆଗୁଆ ଜାମିନ ଆବେଦନ ଖାରଜ ହେବା ପରେ ସେ ଏହି ପଦକ୍ଷେପ ଗ୍ରହଣ କରିଛନ୍ତି।

ଏହି ମାମଲାରେ ପୂର୍ବରୁ ଅନ୍ୟ ଦୁଇ ଅଭିଯୁକ୍ତ ତତ୍‌କାଳୀନ ଗଜପତି ଡିଏଫଓ ସଂଗ୍ରାମ କେଶରୀ ମହାପାତ୍ର ଓ ରୋଷେୟା ଗିରଫ ହୋଇଛନ୍ତି।

Leave a Reply

Your email address will not be published. Required fields are marked *