Violence Against Women in Odisha: ଡବଲ ଇଞ୍ଜିନ ସରକାର ମହିଳା ହିଂସାରେ ଓଡିଶାକୁ କଳଙ୍କିତ କରିଛି: ବିଜେଡି

ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀରେ ଜଣେ ଦିବ୍ୟାଙ୍ଗ ମହିଳାଙ୍କୁ ଘରେ ପଶି ଦୁଷ୍କର୍ମ କରିବା ଘଟଣା ଅତ୍ୟନ୍ତ ନିନ୍ଦନୀୟ ଓ ଲଜ୍ଜାଜନକ ବୋଲି ବିଜୁ ଜନତା ଦଳ କହିଛି । ଆଜି ଶଙ୍ଖ ଭବନଠାରେ ଆୟୋଜିିତ ସାମ୍ବାଦିକ ସମ୍ମିଳନୀରେ ବିଜେଡିର ଉପସଭାପତି ସଂଜୟ…

Chandbali Shame: ଚାନ୍ଦବାଲି ଦିବଙ୍ଗତାଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା ଦାବି କଲେ ଭକ୍ତ ଦାସ

ପିସିସି ଅଧ୍ୟକ୍ଷ ଭକ୍ତ ଚରଣ ଦାସ ଏବଂ ପିସିସିର ଏକ ବୃହତ ପ୍ରତିନିଧି ଦଳ ଚାନ୍ଦବାଲି ଦୁଷ୍କର୍ମ ଓ ହତ୍ୟା ପୀଡ଼ିତାଙ୍କ ଆତ୍ମୀୟ ସ୍ୱଜନଙ୍କ ସହିତ ସାକ୍ଷାତ କରିବା ସହ ଭଦ୍ରକ ଆରକ୍ଷୀ ଅଧିକ୍ଷକଙ୍କୁ କଂଗ୍ରେସ ଦଳ ପକ୍ଷରୁ ଦାବି ଜଣାଇଥିଲେ…

Bhakta Das Targets CEC: ମୁଖ୍ୟ ନିର୍ବାଚନ କମିଶନରଙ୍କୁ ଭକ୍ତ ଦାସଙ୍କ ଟାର୍ଗେଟ

ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (OPCC) ସଭାପତି ଭକ୍ତ ଚରଣ ଦାସ ଆଜି ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ କଡ଼ା ସମାଲୋଚନା କରି ଭାରତୀୟ ଜନତା ପାର୍ଟି ସପକ୍ଷରେ କାର୍ଯ୍ୟ କରୁଥିବା ଏବଂ ତାଙ୍କର ସାମ୍ବିଧାନିକ ଦାୟିତ୍ୱ ବଜାୟ…

Ol Chiki Turns 100: ଅଲଚିକି ଲିପି ଉଦ୍ଭାବନର ଶତବାର୍ଷିକୀ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଆଜି କେନ୍ଦୁଝର ଜିଲ୍ଲା, ସିଲିସୁଆଁ ଠାରେ ସାନ୍ତାଳୀ ଭାଷା ସାହିତ୍ୟର ଅଲଚିକି ଲିପି ଉଦ୍ଭାବନର ଶତବାର୍ଷିକୀ ପାଳନ ହୋଇଥିଲ। । ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଏହି ସମାରୋହରେ ସେ…

NIT Rourkela: ଏନଆଇଟି ରାଉରକେଲାରେ ୨୦୦ କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଧର୍ମେନ୍ଦ୍ର ପ୍ରଧାନ

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଏନଆଇଟି ରାଉରକେଲାରେ ୨୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ରାଉରକେଲାର ଏନଆଇଟି ପରିସରରେ ପ୍ରାୟ ୩୫ କୋଟି ଟଙ୍କା ବ୍ୟୟରେ ନବନିର୍ମିତ ଇନଡୋର…

Mukhyamantri Bus Seva: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌ । ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ଆଜି ସୂଚନା ଦେଇଛନ୍ତି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସହ ଆଲୋଚନା ସରିଥିବା ସେ କହିଛନ୍ତି । ପରିବହନ…

Dharanidhar Naik: କେନ୍ଦୁଝରରେ ବିପ୍ଳବୀ ଧରଣୀଧର ନାଏକଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର ସହରରର ପ୍ରବେଶ ଦ୍ୱାର ନେକେଡା ଘରଠାରେ ବିପ୍ଳବୀ ଧରଣୀଧର ନାଏକଙ୍କ ପୂର୍ଣ୍ଣବୟାବ ପ୍ରତିମୂର୍ତ୍ତି ଉନ୍ମୋଚନ ଅବସରରେ ଏକ ସ୍ଵତନ୍ତ୍ର ଉତ୍ସବ ଆୟୋଜିତ ହୋଇଥି‌ଲା । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗ ଦେଇ କହିଥିଲେ…

E-Challan Payment Options: ଏଣିକି ଅନ୍‌ଲାଇନ୍‌ ସହ ଅଫ୍‌ଲାଇନ୍‌ରେ ବି ପୈଠ କରିହେବ ଇ-ଚାଲାଣ

ଏଣିକି ଅନ୍‌ଲାଇନ୍‌ ସହ ଅଫ୍‌ଲାଇନ୍‌ରେ ବି ପୈଠ କରିହେବ ଇ-ଚାଲାଣ । ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ନଗଦ ଅର୍ଥ ଗ୍ରହଣ ପାଇଁ ସମସ୍ତ ଆରଟିଓଙ୍କୁ ରାଜ୍ୟ ପରିବହନ ପ୍ରାଧିକରଣ ନିର୍ଦ୍ଦେଶ ଦେଇଛନ୍ତି । ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ସ୍ଵତନ୍ତ୍ର ଭାବେ…

Vigilance Raid: କୋଟିପତି ସେମିଳିଗୁଡ଼ା ଫରେଷ୍ଟର ନିରଞ୍ଜନ ଶତପଥୀ ଗିରଫ

ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କୋରାପୁଟ ସେମିଳିଗୁଡ଼ା ବନାଞ୍ଚଳ ଅଧିକାରୀ ନିରଞ୍ଜନ ଶତପଥୀଙ୍କୁ ଆଜି ଭିଜିଲାନ୍ସ ଗିରଫ କରିଛି । ଗତକାଲି ନିରଞ୍ଜନଙ୍କ ୫ ଠିକଣାରେ ଭିଜିଲାନ୍ସ ରେଡ୍ ହୋଇଥିଲା । ଚଢାଉରେ ୬ ଜଣ ଡିଏସପି, ୭ ଇନସପେକ୍ଟର…

CEC In Bhubaneswar: ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ମୁଖ୍ୟ ନିର୍ବାଚନ କମିଶନର

ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର । ପରିବାର ସହ ଆଜି ପୁରୀ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ । ପରେ କୋଣାର୍କ ଗସ୍ତ କରିବେ । ୨୮ ତାରିଖରେ ରଘୁରାଜପୁର, ଧଉଳି…