CEC Visits Bhubaneswar: ରଘୁରାଜପୁର, ଧଉଳି, ଉଦୟଗିରି, ମୁକ୍ତେଶ୍ଵର ମନ୍ଦିର ପରିଦର୍ଶନ କଲେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର

ଓଡିଶା ଗସ୍ତରେ ଆସିଥିବା ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଆଜି କଳାଗ୍ରାମ ରଘୁରାଜପୁର ପରିଦର୍ଶନ କରି ସେଠାକାର କାରିଗରଙ୍କ ଦ୍ୱାରା ପ୍ରସ୍ତୁତ ନିଖୁଣ ପଟ୍ଟଚିତ୍ର, ଟସର ଓ କାଠ ଶିଳ୍ପ ଆଦି କଳାକୃତିର ପ୍ରତ୍ୟକ୍ଷ ଅନୁଭୂତି ନେବା ସହିତ…

CM on a visit to Keonjhar: କେନ୍ଦୁଝର ବଣିଆପାଟ ଶିଶୁ ମନ୍ଦିରର ବାର୍ଷିକ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝରରେ ବଣିଆପାଟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଭାରତୀୟ ସଂସ୍କୃତି ଓ ପରମ୍ପରାକୁ ମୂଳଭିତ୍ତି ରୂପରେ ଗ୍ରହଣ କରି ଶିକ୍ଷାଦାନ…

Golden Jubilee celebrations of PM Shri Govt High School: ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ସିରିଗିଡାର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ତେଲକୋଇ ବ୍ଲକର ସିରିଗିଡ଼ାଠାରେ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି ମୋହନ ଚରଣ ମାଝୀ। ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ଯୋଗ ଦେଇ କହିଛନ୍ତି ସମସ୍ତ ପାଖରେ କିଛି ନା କିଛି…

Biju Janata Dal: ବିଜୁ ଯୁବ ଜନତା ଦଳ ଓ ବିଜୁ ଛାତ୍ର ଜନତା ଦଳ କର୍ମକର୍ତ୍ତାଙ୍କ ନାଁ ଘୋଷଣା

ବିଜୁ ଯୁବ ଜନତା ଦଳ ଓ ବିଜୁ ଛାତ୍ର ଜନତା ଦଳ କର୍ମକର୍ତ୍ତାଙ୍କ ନାଁ ବିଜୁ ଜନତା ଦଳ ଘୋଷଣା କରିଛି । ଯୁବ ସଂଗଠନ ପାଇଁ ୧୬୦ ଓ ଛାତ୍ର ସଂଗଠନ ପାଇଁ ୧୪୫ ଜଣିଆ ତାଲିକା ପ୍ରକାଶ ପାଇଛି…

President Droupadi Murmu: ବୁଡ଼ା ଜାହାଜରେ ଯାତ୍ରା କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ବୁଡ଼ା ଜାହାଜରେ ଯାତ୍ରା କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି କର୍ଣ୍ଣାଟକର କରୱାରସ୍ଥିତ INS କଦମ୍ୱ ନୌସେନା ଘାଟି ପରିଦର୍ଶନ କରିବା ସହ ବୁଡ଼ା ଜାହାଜରେ ଯାତ୍ରା କଲେ ରାଷ୍ଟ୍ରପତି ତଥା ତିନି ସେନାର ସର୍ବୋଚ୍ଚ କମାଣ୍ଡର ଦ୍ରୌପଦୀ ମୁର୍ମୁ କର୍ଣ୍ଣାଟକର…

Ratna Bhandar Inventory SOP: ରଥଯାତ୍ରା ପୂର୍ବରୁ ଶେଷ ହେବ ରତ୍ନ ଅଳଙ୍କାର ଗଣତିମଣତି: ଆଇନମନ୍ତ୍ରୀ

ରତ୍ନଭଣ୍ଡାର ଗଣତି ମଣତି SOP ନେଇ ଆଜି ପ୍ରତିକ୍ରିୟା ଦେଇଛନ୍ତି ଆଇନମନ୍ତ୍ରୀ । ସେ କହିଛନ୍ତି ରତ୍ନଭଣ୍ଡାର ଗଣତି ମଣତି ନେଇ SOP ଫାଇନାଲ୍‌ ଷ୍ଟେଜ୍‌ରେ ପହଞ୍ଚିଛି । ଉଚ୍ଚସ୍ତରୀୟ କମିଟିରେ ଏନେଇ ଆଲୋଚନା ହୋଇଛି ।କମିଟି ଏକ ପୂର୍ଣ୍ଣ୍ରାଙ୍ଗ SOP…

Mann Ki Baat: ମନ୍‍ କି ବାତରେ ମହାନ୍ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ ପାର୍ବତୀ ଗିରିଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚଳିତ ବର୍ଷର ଶେଷ ‘ମନ୍ କୀ ବାତ୍’ କରିଛନ୍ତି । ଚଳିତବର୍ଷର ଶେଷ ମନ କି ବାତ୍ କାର୍ଯ୍ୟକ୍ରମରେ ‘ପାର୍ବତୀ ଗିରି’ଙ୍କ କଥା କହିଲେ ମୋଦି । ଓଡିଶାର ସ୍ୱାଧୀନତା ସଂଗ୍ରାମୀ ପାର୍ବତୀ ଗିରିଙ୍କୁ ପ୍ରଶଂସା କରି…

Vegetable Shop Fire: ବାରୁଣୀ ବଜାର ପରିବା ଦୋକାନୀ ପୋଡ଼ି ଘଟଣାରେ କାର୍ଯ୍ୟାନୁଷ୍ଠାନ; କୁଦାନଗରି ଆଇଆଇସିଙ୍କ ବଦଳି

ବାରୁଣୀ ବଜାର ପରିବା ଦୋକାନୀ ପୋଡ଼ି ଘଟଣାରେ କାର୍ଯ୍ୟାନୁଷ୍ଠାନ। କେନ୍ଦ୍ରାପଡ଼ା ଜିଲ୍ଲା କୁଦାନଗରୀ ଥାନା ଆଇଆଇସି ଅରବିନ୍ଦ ଶରଣ ମହାନ୍ତି ବଦଳି । ଆଇଆଇସିଙ୍କୁ ଜିଲ୍ଲା ପୋଲିସ ମୁଖ୍ୟାଳୟକୁ ବଦଳି କରାଯାଇଛି । କାର୍ଯ୍ୟରେ ଅବହେଳା ଅଭିଯୋଗରେ କୁଦାନଗରି ଆଇଆଇସିଙ୍କୁ ବଦଳି…

Mamata Banerjee’s Anger On Odisha: ଓଡ଼ିଶା ଉପରେ ମମତାଙ୍କ ରାଗ; ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ ତଦନ୍ତ ପାଇଁ ପଠାଉଛନ୍ତି ନିଜ ପୁଲିସ

ଭାଜପା ଶାସିତ ରାଜ୍ୟ ଉପରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବେଶ କ୍ଷୁବ୍ଧ। ନୟାଗଡ଼ରେ ମୁର୍ଶିଦାବାଦର ଜଣେ ଶ୍ରମିକଙ୍କୁ ପୁଲିସର ପଚରା ଉଚରା ନେଇ ସେ ଡିଜିପିଙ୍କୁ ଟାର୍ଗେଟ କରିଥିଲେ । ଏବେ ସମ୍ବଲପୁରରେ ଜଣେ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ ସଂପର୍କରେ…

Foundation Day of BJD: ଶଙ୍ଖଭବନରେ ଚାରି ଯୁବନେତା ନଥିଲେ କାହିଁକି ?

ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସରେ ଚାରି ଯୁବନେତାଙ୍କୁ ଶଙ୍ଖଭବନରେ ଦେଖ‌ିବାକୁ ମିଳିଲା ନାହିଁ । ସେମାନେ ହେଲେ ପୂର୍ବ ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, କାର୍ଯ୍ୟାଳୟ ସମ୍ପାଦକ ସଞ୍ଜୟ ଦାସବର୍ମା, ସୁଜାତା ଲାଓ ପାର୍ଟି ବଚାଓ ଅଭିଯାନର…