କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆସନ୍ତା ନଭେମ୍ବର ୨୮ ତାରିଖରେ ଓଡ଼ିଶା ଗସ୍ତରେ ଆସିପାରନ୍ତି। ଏହି ଗସ୍ତ ଅବସରରେ ସେ ବିଭିନ୍ନ ସରକାରୀ ଓ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ତେବେ ଗୃହମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟସୂଚୀ ଏବଂ କାର୍ଯ୍ୟକ୍ରମ ସମ୍ପର୍କରେ ବିସ୍ତୃତ ସୂଚନା ଆଗକୁ ମିଳିବା ଆଶା କରାଯାଉଛି । Post navigation रामायण बॉक्स ऑफिस कलेक्शन दिन 4: दुनिया भर में ₹500 करोड़ के करीब पहुंची फिल्म