SI Exam Scam: ପୋଲିସ୍ SI ପରୀକ୍ଷା ସ୍କାମ୍; SSB ଯବାନଙ୍କ ସମେତ ୨ ଗିରଫ

ପୋଲିସ ଏସ୍‌ଆଇ ନିଯୁକ୍ତି ପରୀକ୍ଷା କେଳେଙ୍କାରୀ ଘଟଣାରେ ସିବିଆଇର ତନାଘନା ଜାରି ରହିଛି । ଆଉ ଜଣେ SSB ଯବାନଙ୍କ ସମେତ ୨ ଜଣ ଗିରଫ ହୋଇଥିବା ଜଣାପଡିଛି । ଦୁଇ ଦିନ ଜେରା ପରେ SSB ଯବାନ ଅର୍ଜୁନ ନାୟକଙ୍କୁ…

Odisha Cold Wave: ରାଜ୍ୟରେ ବଢ଼ୁଛି ଶୀତ; ୧୦ ଡିଗ୍ରୀ ତଳେ ରାଜ୍ୟର ୧୦ ସହର

ରାଜ୍ୟରେ ବଢ଼ୁଛି ଶୀତ। ଉପକୂଳଠୁ ଆରମ୍ଭ କରି ଆଭ୍ୟନ୍ତରୀଣ ଯାଏ ସବୁଠି ଥଣ୍ଡା । ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ଅସମ୍ଭାଳ ଶୀତ ଅନୁଭୂତ ହେବ । ୧୦ ଡିଗ୍ରୀ ତଳେ ରାଜ୍ୟର ୧୦ ସହର । ସେହିପରି ୧୫ ଡିଗ୍ରୀ…

Student Commits Suicide: ରାଜଗାଙ୍ଗପୁରରେ ଛାତ୍ରୀଙ୍କ ଆତ୍ମାହୁତି ଘଟଣା: ସ୍ୱାସ୍ଥ୍ୟାବସ୍ଥା ଗୁରୁତର

ରାଜଗାଙ୍ଗପୁର ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀଙ୍କ ଚିକିତ୍ସା ଜାରି । ଜୀବନ ସହ ସଂଗ୍ରାମ କରୁଛି ରାଜଗାଙ୍ଗପୁର ପୀଡ଼ିତା। ଗତକାଲିରାଜଗାଙ୍ଗପୁର ଲାଞ୍ଜିବେରନା ଅଞ୍ଚଳରେ ଛାତ୍ରୀ ଆତ୍ମାହୁତି ଉଦ୍ୟମ କରିଥିଲେ। ଏହି ମାମଲାରେ ଜଣେ ଯୁବକଙ୍କୁ ଗିରଫ କରିଛି ପୋଲିସ । ରାଉରକେଲା…

Goa NightClub Fire:ଗୋଆ ନାଇଟ୍ କ୍ଲବରେ ସିଲିଣ୍ଡର ବିସ୍ଫୋରଣରେ ୨୫ ମୃତ; କ୍ଷତିପୂରଣ ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଗୋଆର ଏକ ନାଇଟ୍ କ୍ଲବ୍‌ରେ ଗତକାଲି ରାତିରେ ଅଗ୍ନିକାଣ୍ଡ ଘଟି ୨୫ ଜଣଙ୍କର ମୃତ୍ୟୁ ହୋଇଛି। ସିଲିଣ୍ଡର ବିସ୍ଫୋରଣ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିଲା ଜଣାପଡିଛି। ଏହି ଘଟଣାରେ ୨୫ଜଣଙ୍କ ମୃତ୍ୟୁ ହୋଇଥିବା ସ୍ପଷ୍ଟ କଲା ଗୋଆ ପୋଲିସ । ଗୋଆ ପୋଲିସ…

ECoR Adds Extra Coaches: ଇଣ୍ଡିଗୋ ବିମାନ ବାତିଲ ପରେ ଯାତ୍ରୀଙ୍କ ପାଇଁ ୩୭ଟି ଟ୍ରେନରେ ୧୧୬ଟି ଅତିରିକ୍ତ କୋଚ୍ ଯୋଡ଼ିଲା ରେଳବାଇ

ଗତ ମଙ୍ଗଳବାର ଠାରୁ ଆଜି ପର୍ଯ୍ୟନ୍ତ ଘରୋଇ ବିମାନ କମ୍ପାନୀ ‘ଇଣ୍ଡିଗୋ’ ଏହାର ବହୁ ସଂଖ୍ୟକ ଉଡ଼ାଣ ବାତିଲ କରିଛି । ଇଣ୍ଡିଗୋ ଏୟାରଲାଇନ୍ସରେ ହଠାତ୍ କର୍ମଚାରୀ ଅଭାବ ଏବଂ ବୈଷୟିକ ପରିଚାଳନା ସମ୍ବନ୍ଧୀୟ ସମସ୍ୟା, ଦେଶବ୍ୟାପୀ ହଜାର ହଜାର ଯାତ୍ରୀଙ୍କୁ…

Govt Fixes Airfare Caps: ମାତ୍ରାଧିକ ବିମାନଭଡ଼ା ବୃଦ୍ଧି ଉପରେ ରୋକ ଲଗାଇଲେ କେନ୍ଦ୍ର ସରକାର

ଇଣ୍ଡିଗୋ ବିମାନ ସଙ୍କଟ ପରେ ସାରା ଦେଶରେ ଘରୋଇ ବିମାନ ଭଡ଼ା ବୃଦ୍ଧି ସମ୍ପର୍କରେ ବଢ଼ୁଥିବା ଅଭିଯୋଗ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି କେନ୍ଦ୍ର ସରକାର ଆଜି ବିମାନ କମ୍ପାନୀଗୁଡ଼ିକ ଉପରେ ଭଡ଼ା ସୀମା ଲାଗୁ କରିଛନ୍ତି । ବେସାମରିକ ବିମାନ…

Maa Tarini Temple Development: ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ମା’ତାରିଣୀଙ୍କ ପୀଠ ଗସ୍ତ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା କାଲି ନିଜ ଜିଲ୍ଲା କେନ୍ଦୁଝର ଗସ୍ତ କରିବେ । ଏହି ଗସ୍ତ କେବଳ ନିଜ ଜିଲ୍ଲା ଗସ୍ତ ନୁହେଁ; ଜିଲ୍ଲାର ମୂଳ ସାଂସ୍କୃତିକ ପରିଚୟ ମା’ ତାରିଣୀ ପୀଠର ସର୍ବାଙ୍ଗୀନ ବିକାଶ ପାଇଁ ନୂଆ…

India Wins ODI Series: ଦକ୍ଷିଣ ଆଫ୍ରିକାକୁ ୯ ୱିକେଟରେ ହରାଇ ୨-୧ରେ ଦିନିକିଆ ସିରିଜ ଜିତିଲା ଭାରତ

ବିଶାଖାପାଟଣାରେ ଶନିବାର ଖେଳାଯାଉଥିବା ତୃତୀୟ ଦିନିକିଆରେ (IND Vs SA) ରେ ଭାରତ ଦକ୍ଷିଣ ଆଫ୍ରିକାକୁ ୯ ୱିକେଟରେ ପରାସ୍ତ କରି ଏହି ସିରିଜକୁ ୨-୧ ରେ ଜିତିନେଇଛି । ଗୋଟିଏ ୱିକେଟ ହରାଇ ଦଳ ବିଜୟ ଲକ୍ଷ୍ୟ ହାସଲ କରି…

Global Energy Leaders’ Summit 2025: ପୁରୀରେ ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ୍‍ ଉଦ୍‍ଘାଟନ କଲେ ମୁଖ୍ୟମନ୍ତ୍ରୀ

ପୁରୀ ଠାରେ ଆୟୋଜିତ ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ୍‍ (Global Energy Leaders’ Summit 2025) କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଉଦ୍‍ଘାଟନ କରିଛନ୍ତି । ଉକ୍ତ ସମାରୋହରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟର ବିକାଶରେ ଏନର୍ଜି ସପ୍ଲାଇ…

Odisha Politics: ବିଜେଡିକୁ ଶକ୍ତ ଝଟ୍‌କା; ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨ ପୁଅ, ଭଉଣୀ

ଭଦ୍ରକରେ ବିଜେଡିକୁ ଶକ୍ତ ଝଟ୍‌କା । ବିଜୁ ଜନତା ଦଳର ବରିଷ୍ଠ ନେତା ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ ଓ ଭଉଣୀ ଆଜି ବିଜେପିରେ ମିଶିଛନ୍ତି । ଭୁବନେଶ୍ୱର ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ସାମଲଙ୍କ ଦୁଇ ପୁଅ…