ବିଜେଡିରୁ ଇସ୍ତଫା ଦେଇଥିବା ୪ ବିଧାୟକ ସମୀର ଦାଶ, ସୀମୀରାଣୀ ନାୟକ, ରମେଶ ସାଏ ଓ ପର୍ଶୁରାମ ଧର୍ଡା ଙ୍କୁ ଜବାବ ତଲବ । ବାଚସ୍ପତିଙ୍କ ନିର୍ଦେଶରେ ନୋଟିସ କରିଛନ୍ତି ବିଧାନସଭା ସଚିବ ।

୨୭ ତାରିଖ ସୁଦ୍ଧା ଉତ୍ତର ଦେବାକୁ ନୋଟିସ ଜାରି କରାଯାଇଛି । କାହିଁକି ବିଧାୟକ ପଦ ରଦ୍ଦ ନହେବ ପକ୍ଷ ସ୍ପଷ୍ଟ ରଖିବାକୁ ନୋଟିସ ଜାରି କରାଯାଇଛି । ସରକାରୀ ଦଳ ମୁଖ୍ୟ ସଚେତକଙ୍କ ଆବେଦନ ଆଧାରରେ ନୋଟିସ ତଲବ କରାଯାଇଛି ।

Leave a Reply

Your email address will not be published. Required fields are marked *