୬୦ ବର୍ଷ ପରେ ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନ୍‌ସନ୍

ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନ୍‌ସନ୍ । ଯେଉଁ ସୁଭଦ୍ରା ହିତାଧିକାରୀ ୬୦ ବର୍ଷ ହୋଇଯାଇଥିବା ସେମାନଙ୍କୁ ଏଣିକି ବାର୍ଦ୍ଧକ୍ୟା ଭତ୍ତା ପ୍ରଦାନ କରିବେ ରାଜ୍ୟ ସରକାର। ଅଧିକ ବୟସ୍କ ଓ ଦୁର୍ବଳ ଲୋକଙ୍କୁ ପ୍ରାଥମିକତା ଦିଆଯିବ । ୬୦ ବର୍ଷ ବୟସ…

ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେଶନ

ଆଜିଠୁ ଆରମ୍ଭ ହେଲା ବିଧାନସଭା ମୌସୁମୀ ଅଧିବେଶନ । ଆଜିଠୁ ଆରମ୍ଭ ହୋଇ ଆସନ୍ତା ୨୫ ତାରିଖ ଚାଲିବ ଅଧିବେଶନ । ଏଥିରେ ମୋଟ୍ ୭ଟି କାର୍ଯ୍ୟଦିବସ ରହିଛି । ଆଜି ପ୍ରଥମ ଦିନରେ ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ…

ଭୁବନେଶ୍ବରରେ ଆରମ୍ଭ ହେଲା ବୁଲାକୁକୁର ଗଣନା

ରାଜଧାନୀରେ ଭୁବନେଶ୍ବରରେ ଆରମ୍ଭ ହେଲା ବୁଲାକୁକୁର ଗଣନା । ଭୁବନେଶ୍ୱର ମହାନଗର ନିଗମ(ବିଏମସି) ପକ୍ଷରୁ କୁକୁର ଗଣନା ଆରମ୍ଭ ହୋଇଛି । ଭୋର୍ ୫ଟାରୁ ସକାଳ ୭ଟା ପର୍ଯ୍ୟନ୍ତ ଚାଲିଥିଲା ଗଣନା କାର୍ଯ୍ୟ । ୬୭ଟି ୱାର୍ଡରେ ଗଣନା କରାଯାଇଛି ।…

ସ୍କୁଲ୍‌ ଛାତ୍ରଛାତ୍ରୀଙ୍କ ପାଇଁ ବସ୍‌ ସେବା ହେଲା ସମ୍ପୂର୍ଣ୍ଣ ମାଗଣା

ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର । ଛାତ୍ରଛାତ୍ରୀଙ୍କ ପାଇଁ ବସ୍‌ରେ ଯିବାଆସିବା କରିବା ହେଲା ସମ୍ପୂର୍ଣ୍ଣ ମାଗଣା । ଆଇଡି କାର୍ଡ ଦେଖାଇ ଓ ୟୁନିଫର୍ମ ପିନ୍ଧି ସମସ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀ ବସ୍‌ରେ ମାଗଣା ଯାଇପାରିବେ । ଛାତ୍ରଛାତ୍ରୀ ଯାଉଥିବା ରୁଟ୍‌…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିବସରେ ଓଡ଼ିଶାରେ ଲାଗିଲା ରେକର୍ଡ ସଂଖ୍ୟକ ୧,୪୯,୧୧,୩୩୯ ଗଛ

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଜନ୍ମଦିବସରେ ସାରା ରାଜ୍ୟରେ ରେକର୍ଡ ସଂଖ୍ୟକ ୧,୪୯,୧୧, ୩୩୯ ଟି ଗଛ ଲଗାଯାଇଛି । ପ୍ରଧାନମନ୍ତ୍ରୀଙ୍କ ୭୫ତମ ଜନ୍ମଦିବସରେ ୭୫ ଲକ୍ଷ ଗଛ ଲଗାଇ ଓଡ଼ିଶାବାସୀଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କୁ ଏକ ସଶ୍ରଦ୍ଧ ଉପହାର ଦେବା ପାଇଁ…

ଅର୍ଚ୍ଚନା ନାଗଙ୍କ ଓକିଲାତି ଲାଇସେନ୍ସ ସାମୟିକ ଭାବେ ନିଲମ୍ବିତ

ଅର୍ଚ୍ଚନା ନାଗଙ୍କ ଓକିଲାତି ଲାଇସେନ୍ସ ସାମୟିକ ଭାବେ ନିଲମ୍ବିତ କରାଯାଇଛି । ଲାଇସେନ୍ସ ନିଲମ୍ବନ ନେଇ ଆଇନଜୀବୀ ପରିଷଦ ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି । ଲାଇସେନ୍ସ ଆବେଦନ ଫର୍ମରେ ତ୍ରୂଟିପୂର୍ଣ୍ଣ ତଥ୍ୟ ଦେଇଥିବା ଅଭିଯୋଗ ହୋଇଛି । ପୂର୍ବରୁ ଓଡ଼ିଶା…

ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ୭୫ ତମ ଜନ୍ମଦିନ ଅବସରରେ ଆଜିଠୁ ଆରମ୍ଭ ହେଲା ସେବାପକ୍ଷ

ନିଜକୁ ପ୍ରଧାନସେବକ ଭାବେ ଅଭିହିତ କରି ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀ ସମାଜର ଅବହେଳିତ ଓ ଦୁର୍ବଳ ଶ୍ରେଣୀ ଲୋକଙ୍କ ଉତ୍‌ଥାନ ସହ ଦଳିତ, ଆଦିବାସୀ, ଚାଷୀ ଓ ମହିଳାମାନଙ୍କ ପାଇଁ ଅନେକ ଜନକଲ୍ୟାଣ ଯୋଜନାର ସଫଳ କାର୍ଯ୍ୟାନ୍ୱୟନ କରିଛନ୍ତି ।…

ବିଶ୍ବ ଆଥଲେଟିକ୍ସ ଚାମ୍ପିଅନସିପ ଫାଇନାଲରେ ଭାରତର ନୀରଜ ଚୋପ୍ରା

ଟୋକିଓରେ ଚାଲୁଥିବା ବିଶ୍ୱ ଆଥଲେିଟକ୍ସ ଚାମ୍ପିଅନସିପ ଫାଇନାଲରେ ଭାରତର ଗୋଲଡେନ୍ ବୟ ନୀରଜ ଚୋପ୍ରା ଫାଇନାଲ । ବୁଧବାର ଖେଳାଯାଇଥିବା ଯୋଗ୍ୟତା ପର୍ଯ୍ୟାୟର ପ୍ରଥମ ରାଉଣ୍ଡରେ ୮୪.୮୫ ମିଟର ପର୍ଯ୍ୟନ୍ତ ଜାଭଲିନ୍ ପକାଇ ଫାଇନାଲକୁ ପ୍ରବେଶ କରିଛନ୍ତି । ଫାଇନାଲରେ ପ୍ରବେଶ…

କଳିଙ୍ଗା ଘାଟିରେ ଭୂସ୍ଖଳନ; ମରାମତି ପାଇଁ ଲାଗିବ ପ୍ରାୟ ୭ ଦିନ

କଳିଙ୍ଗା ଘାଟି ଭୂସ୍ଖଳନ ଘଟଣା ମରାମତି ପାଇଁ ଲାଗିବ ପ୍ରାୟ ୭ ଦିନ । ବିରାଟ ବିରାଟ ପଥର ସବୁ ଖସି ରାସ୍ତା ପୁରା ବନ୍ଦ ହୋଇଯାଇଛି । କଳିଙ୍ଗାଘାଟି ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାକୁ ସଂଯୋଗ କରୁଥିବା ଏକ ମାତ୍ର…

ସୁସ୍ଥ ନାରୀ,ସଶକ୍ତ ପରିବାର ଅଭିଯାନର ଶୁଭାରମ୍ଭ; ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ରାଜ୍ୟପାଳ

ଦେଶର ବାଳିକା ଓ ମହିଳାଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଗୁରୁତ୍ୱ ଦେଇ, ଆଜି ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି “ସୁସ୍ଥ ନାରୀ, ସଶକ୍ତ ପରିବାର” ରାଷ୍ଟ୍ରୀୟ ଅଭିଯାନର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ବିନା ସଙ୍କୋଚରେ କ୍ୟାମ୍ପ୍ ଯାଇ ସ୍ବାସ୍ଥ୍ୟ ଯାଞ୍ଚ…