ଘାସିରାମ ମାଝୀଙ୍କୁ ନୂଆପଡ଼ାରୁ ପ୍ରାର୍ଥୀ କରିପାରେ କଂଗ୍ରେସ

ନୂଆପଡ଼ାରେ ଉପନିର୍ବାଚନ ହେବାକୁ ଯାଉଛି । ଏହାରି ମଧ୍ୟରେ ନୂଆପଡ଼ା ପାଇଁ ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରିବାକୁ ପିସିସିର ଇସାରା ଦେଇଛନ୍ତି । ସେ କହିଛନ୍ତି ନୂଆପଡ଼ା ଉପ-ନିର୍ବାଚନରେ ଘାସିରାମ ମାଝୀ କଂଗ୍ରେସର ବିଧାୟକ ପ୍ରାର୍ଥୀ ହୋଇପାରନ୍ତି । ଗତ ନିର୍ବାଚନରେ…

ସାର ସମସ୍ୟାକୁ ନେଇ ରାଜଭବନ ସାମ୍ନାରେ ବିଜେଡିର ହଲ୍ଲାବୋଲ

ରାଜ୍ୟରେ ବିଭିନ୍ନ ସ୍ଥାନରେ ଲାଗି ରହିଛି ସାର ସଙ୍କଟ। ରାଜ୍ୟରେ ଚାଲିଥିବା ସାର ସଙ୍କଟ ବିରୋଧରେ ଆଜି ରାଜଭବନ ଆଗରେ ବିଜେଡିର ହଙ୍ଗାମା ଦେଖିବାକୁ ମିଳିଛି। ବିଜେଡି ରାଲି କରି ରାଜଭବନ ଆଡ଼କୁ ଯାଉଥିବା ବେଳେ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଥିଲା।…

ଓ୍ୱାକଫ୍ ସଂଶୋଧନ ଆଇନକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି; କିଛି ଧାରା ଉପରେ ଲାଗିଲା ରୋକ୍

ଓ୍ୱାକଫ୍ ସଂଶୋଧନ ଆଇନକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି। କିଛି ଧାରା ଉପରେ ରୋକ୍ ଲଗାଇଲେ ସର୍ବୋଚ୍ଚ କୋର୍ଟ । ୫ ବର୍ଷ ଜରୁରୀ ଥିବା ପ୍ରାବଧାନ ଉପରେ ଲାଗିଲା କଟକଣା । ସେହିପରି ଓ୍ୱାକଫ୍ ଆଇନର ଅନୁଚ୍ଛେଦ ୩୭୪ ଉପରେ ରୋକ୍…

ଝାଡ଼ଖଣ୍ଡରରେ ୩ କୁଖ୍ୟାତ ନକ୍ସଲ ନେତା ନିହତ

ଝାଡ଼ଖଣ୍ଡରରେ ୩ କୁଖ୍ୟାତ ନକ୍ସଲ ନେତା ନିହତ । ସୁରକ୍ଷା ବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ନକ୍ସଲ ସହଦେବ ସୋରେନ, ରଘୁନାଥ ହେମ୍ବ୍ରମ ଓ ବୀରସେନ ଗଞ୍ଜୁର ମୃତ ହୋଇଛି । ହଜାରିବାଗର ଗୋରହର ଥାନା ଅଞ୍ଚଳରୁ ମୃତଦେହ…

ନୂଆପଡ଼ା ଉପନିର୍ବାଚନ; ଆଜି ପ୍ରକାଶିତ ହେବ ଭୋଟର ଚିଠା ତାଲିକା

ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ । ରାଜେନ୍ଦ୍ର ଢୋଲକିଆଙ୍କ ମୃତ୍ୟୁ ପରେ ନୂଆପଡ଼ା ଉପନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଛି। ଆଜି ପ୍ରକାଶିତ ହେବ ଭୋଟର ଚିଠା ତାଲିକା । ଆଜିଠୁ ୨୮ ତାରିଖ ପର୍ଯ୍ୟନ୍ତ ରହିବ ଦାବି ଓ ଆପତ୍ତି…

ଅକ୍ଟୋବର ୨ରୁ ସାରା ରାଜ୍ୟରେ ବର୍ଷବ୍ୟାପୀ ପଦଯାତ୍ରା କରିବ କଂଗ୍ରେସ

କଂଗ୍ରେସ ଭବନରେ ରାଜନୈତିକ ବ୍ୟାପାର କମିଟି (PAC) ବୈଠକ ଅନୁଷ୍ଠିତ ହୋଇଛି। ଆୟୋଜିତ ଏହି ସଭାରେ ଦଳର ନେତା ଓ କର୍ମୀଙ୍କ ଭିତରେ ଉପସ୍ଥିତ ରହି ଉତ୍ସାହ ଭରିଛନ୍ତି ଏଆଇସିସି ସାଧାରଣ ସଂପାଦକ (ସଂଗଠନ) କେସି ବେଣୁଗୋପାଳ । ସେ କହିଛନ୍ତି…

ଏକ ରାଷ୍ଟ୍ର ଏକ ନିର୍ବାଚନ ସମ୍ପର୍କିତ ଆଲୋଚନଚକ୍ର ଅନୁଷ୍ଠିତ

ଆଜି ସୋଆ ବିଶ୍ୱ ବିଦ୍ୟାଳୟରେ ଏକ ରାଷ୍ଟ୍ର ଏକ ନିର୍ବାଚନ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଛି। ଏହି ଆଲୋଚନାଚକ୍ରରେ ରାଜ୍ୟ ଉପସଭାପତି ବିରଂଚି ନାରାୟଣ ତ୍ରିପାଠୀ ସ୍ୱାଗତ ଭାଷଣ ଦେଇଥିବାବେଳେ ଦିନେଶ ଅଧିକାରୀ ଧନ୍ୟବାଦ ଦେଇଥଲେ। ଛାତ୍ର ନେତା ସୌଭାଗ୍ୟ ମହାନ୍ତି, ଅଙ୍କିତା…

ମୋଦିଜୀଙ୍କ ଜନ୍ମଦିନରୁ ହେବାକୁ ଥିବା ସେବା ପକ୍ଷରେ ୧ ଲକ୍ଷ ବୃକ୍ଷ ଚାରା ଲଗାଇବ ଅନୁସୂଚିତ ଜାତି ମୋର୍ଚ୍ଚା: ଦିଲୀପ ମଲ୍ଲିକ

ମୋଦିଜୀଙ୍କ ଜନ୍ମଦିନରୁ ହେବାକୁ ଥିବା ସେବା ପକ୍ଷରେ ୧ ଲକ୍ଷ ବୃକ୍ଷ ଚାରା ଲଗାଇବ ଅନୁସୂଚିତ ଜାତି ମୋର୍ଚ୍ଚା। ଏ ନେଇ ଆଜି ବିଜେପି ପକ୍ଷରୁ ଅନୁସୂଚିତ ଜାତି ମୋର୍ଚ୍ଚା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜ୍ୟ ସାଧାରଣ…

ବିଜେଡି ଛାଡି ହାତ ଧରିଲେ ହରିଶଙ୍କର ରାଉତ

ବିଜେଡି ଛାଡ଼ିଥିବା କଂଗ୍ରେସରେ ମିଶିଲେ ଛାତ୍ର ନେତା ହରିଶଙ୍କର ରାଉତ । କେସି ବେଣୁଗୋପାଳ ଓ ଭକ୍ତଚରଣ ଦାସଙ୍କ ଉପସ୍ଥିତିରେ ସେ କଂଗ୍ରେସରେ ମିଶିଛନ୍ତି । କିଛି ଦିନ ପୂର୍ବେ ସେ ବିଜୁ ଯୁବ ସଭାପତି ଚୟନକୁ ନେଇ ଅସନ୍ତୋଷ ପ୍ରକାଶ…

୨୫ ଘଣ୍ଟା ମଧ୍ୟରେ ବଲିଉଡ୍ ଅଭିନେତ୍ରୀ ଦିଶା ପଟାନୀଙ୍କ ଘରକୁ ଦୁଇଥର ଗୁଳିମାଡ଼

ବଲିଉଡ୍ ଅଭିନେତ୍ରୀ ଦିଶା ପଟାନୀଙ୍କ ଘର ଉପରକୁ ଦୁଇ ଦୁଇଥର ଗୁଳି ଚାଳନା ହୋଇଛି । ଉତ୍ତରପ୍ରଦେଶ ବରେଲୀ ସ୍ଥିତ ଘର ଉପରକୁ ୨୫ ଘଣ୍ଟା ମଧ୍ୟରେ ଦ୍ବିତୀୟ ଗୁଳିମାଡ଼ ହୋଇଛି ସୂଚନା । ସାମ୍ନାକୁ ଆସିଲା ସୁଟର୍‌ର ସ୍କେଚ୍‌ ।…