ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୃତୀୟ ଥର ଲାଗି ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ରବିବାର ସଂଧ୍ୟା ୭ଟା ୧୫ମିନିଟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନରେନ୍ଦ୍ର ମୋଦୀଙ୍କୁ ପ୍ରଧାନମନ୍ତ୍ରୀ ଭାରେ ଶପଥ ପାଠ କରାଇଛନ୍ତି । ଏହା ସହିତ ଲଗାତାର ୩ୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବାରେ ସେ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ୍ ଜବାହାରଲାଲ ନେହେରୁଙ୍କୁ ରେକର୍ଡ ସହ ସମକକ୍ଷ ହୋଇଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏହି ଶପଥ ପାଠ ସମାରୋହରେ ଦେଶ ତଥା ବିଦେଶରୁ ବହୁ ଅତିଥି ଯୋଗ ଦେଇଛନ୍ତି। Post navigation ଧର୍ମେନ୍ଦ୍ର, ଅଶ୍ୱିନୀ ଓ ଜୁଏଲ ଓରାମଙ୍କୁ ମିଳିପାରେ ମନ୍ତ୍ରୀ ପଦ, ଆସିଲା ଫୋନ୍ ଆତଙ୍କବାଦୀ ଆକ୍ରମଣରେ ତୀର୍ଥଯାତ୍ରୀ ବସ୍ ଦୁର୍ଘଟଣା : ୧୦ ମୃତ