Pitabash Panda Murder Case: ପୀତବାସଙ୍କ ପରିବାରକୁ ୨୪ ଘଣ୍ଟିଆ ସୁରକ୍ଷା

ଆଇନଜୀବୀ ପୀତବାସ ପଣ୍ଡାଙ୍କ ପରିବାରକୁ ବ୍ରହ୍ମପୁର ପୋଲିସ ପକ୍ଷରୁ ୨୪ ଘଣ୍ଟିଆ ସୁରକ୍ଷା ଯୋଗାଇ ଦିଆଯାଇଛି । ପୀତବାସଙ୍କ ଘର ଚାରିପଟେ ସାଧା ପୋଷାକଧାରୀ ପୋଲିସ ମୁତୟନ ହୋଇଛନ୍ତି । ପୀତବାସଙ୍କ ପତ୍ନୀଙ୍କ ପ୍ରେସମିଟ୍‌ ପରେ ସୁରକ୍ଷା ଦେବାକୁ ପଦକ୍ଷେପ ନିଆଯାଇଛି…

Nuapada Campaign: ନୂଆପଡ଼ାରେ ମୁଖ୍ୟମନ୍ତ୍ରୀଙ୍କ ରୋଡ୍ ଶୋ’

ନୂଆପଡା ଉପନିର୍ବାଚନ ପାଇଁ କାଲି ସରିବ ପ୍ରଚାର । ତାପୂର୍ବରୁ ଆଜି କମ୍ପିଛି ନୂଆପଡା ମୈଦାନ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନୂଆପଡ଼ାରେ ରୋଡ୍‌ ଶୋ’ କରିଛନ୍ତି । ନୂଆପଡ଼ା ଉପନିର୍ବାଚନ ପାଇଁ ସେ ବିଜେପି ପ୍ରାର୍ଥୀ ଜୟ…

India vs Australia T20 Series: ଅଷ୍ଟ୍ରେଲିଆ ବିପକ୍ଷରେ ଟି-୨୦ ସିରିଜ୍‌ ଜିତିଲା ଭାରତ

ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ୫ମ ତଥା ଅନ୍ତିମ ଟ୍ବେଣ୍ଟି ଟ୍ବେଣ୍ଟି ମ୍ୟାଚ୍ ବର୍ଷାରେ ଧୋଇଯାଇଛି । ବ୍ରିସବେନରେ ଖେଳାଯାଇଥିବା ଶେଷ ମ୍ୟାଚ୍ ବର୍ଷା ଯୋଗୁଁ ବାତିଲ ହେବା ପରେ ଅଷ୍ଟ୍ରେଲିଆ ବିପକ୍ଷରେ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜକୁ…

Nuapada Bypoll: ବିଜେଡି ନେତାଙ୍କ ଘରେ IT ରେଡ

ନୂଆପଡା ଉପ ନିର୍ବାଚନ ରାଜ୍ୟ ରାଜନୀତି ଚହଳ ସୃଷ୍ଟି କରିଛି । କିନ୍ତୁ ଏହି ସମୟରେ ବିଜେଡିର ଜଣେ ନେତାଙ୍କ ଉପରେ ପଡ଼ିଛି ଆୟକର ବିଭାଗର ନଜର । ନୂଆପଡ଼ା ଖରିଆର ରୋଡ୍‌ର ପଟେଲ ନଗର ରେ ବିଜେଡି ନେତା ମହମ୍ମଦ…

OPSC, OSSSC Exam Tomorrow: କାଲି ଗୋଟିଏ ଦିନରେ ଗୋଟିଏ ସମୟରେ ୨ଟି ପରୀକ୍ଷା; ଦ୍ଵନ୍ଦରେ ପରୀକ୍ଷାର୍ଥୀ

ପୁଣି ଗୋଟିଏ ଦିନରେ ଗୋଟିଏ ସମୟରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ ପରୀକ୍ଷା । ଆସନ୍ତା କାଲି OPSC ପକ୍ଷରୁ ASO ଲିଖିତ ପରୀକ୍ଷା ଦିନ ୯ଟା, ୧୧ଟା ୩୦ ଓ ୨ଟା ୩୦ରେ ୩ଟି ସିଟିଂରେ ହେବାକୁ ଥିବାବେଳେ ଅନ୍ୟପକ୍ଷରେ OSSSC ପକ୍ଷରୁ…

Winter Session of Parliament: ଡିସେମ୍ବର ୧ରୁ ଆରମ୍ଭ ହେବ ସଂସଦର ଶୀତକାଳୀନ ଅଧିବେଶନ

ଡିସେମ୍ବର ୧ ତାରିଖରୁ ଆରମ୍ଭ ହେବ ସଂସଦର ଶୀତକାଳୀନ ଅଧିବେଶନ । ସଂସଦର ଶୀତକାଳୀନ ଅଧିବେଶନ ଡିସେମ୍ବର ୧ ତାରିଖରୁ ଆରମ୍ଭ ହୋଇ ଡିସେମ୍ବର ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ । କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁ ଶନିବାର…

Mohan Majhi’s Nuapada Visit: ମୋହନ ମାଝୀଙ୍କ ନୁଆପଡା ଗସ୍ତ କାର୍ଯ୍ୟସୂଚୀ

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ପୁଣି ଥରେ ନୂଆପଡାରେ ମାରାଥନ ପ୍ରଚାର କରିବେ । ରୋଡ ଶୋ ମାଧ୍ୟମରେ ଜୟ ଢୋଲକିଆଙ୍କ ପାଇଁ ପ୍ରଚାର କରିବେ ମାଝୀ । ମୋହନ ଚରଣ ମାଝୀଙ୍କ ନୂଆପଡା ଜିଲ୍ଲା ଗସ୍ତ ସମୟରେ ହେବାକୁଥିବା ଆଜିର…

Ashrumochan Mohanty: ଅଭିନେତା ଅଶ୍ରୁମୋଚନ ମହାନ୍ତିଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ

ଓଲିଉଡ୍ ଅଭିନେତା ଅଶ୍ରୁମୋଚନ ମହାନ୍ତିଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ । ଏକ ବଡ଼ ଅଘଟଣରୁ ବର୍ତ୍ତିଯାଇଛନ୍ତି ଅଶ୍ରୁମୋଚନ । ବିଳମ୍ବିତ ରାତିରେ ବରିଷ୍ଠ ସିନେ ଅଭିନେତା ଅଶ୍ରୁ୍ମୋଚନ ମହାନ୍ତି କଟକରୁ ସୁଟିଂ ସାରି କଳାରାହଙ୍ଗ ସ୍ଥିତ ବାସଭବନକୁ ଫେରୁଥିବାବେଳେ ସାମ୍ନାକୁ କୁକୁର ପଳାଇ…

Supreme Court on Stray Dogs: ଶିକ୍ଷାନୁଷ୍ଠାନ, ହସ୍ପିଟାଲ ପରିସରରୁ ବୁଲା କୁକୁର ହଟାଇବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ସୁପ୍ରିମକୋର୍ଟ ଆଜି ବୁଲା କୁକୁର ସମ୍ପର୍କିତ ଶୁଣାଣି କରି ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । ସୁପ୍ରିମକୋର୍ଟ ଆଜି ଦେଶର ସମସ୍ତ ଶିକ୍ଷାନୁଷ୍ଠାନ, ହସ୍ପିଟାଲ, ବସ୍ ଷ୍ଟାଣ୍ଡ ଏବଂ ରେଳ ଷ୍ଟେସନ ପରିସରରୁ ସମସ୍ତ ବୁଲା କୁକୁରମାନଙ୍କୁ ହଟାଇବା ପାଇଁ କଡା…

Odisha 10th Board Exam 2026: କାଲିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ ଆରମ୍ଭ

ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ୨୦୨୬ ମାଟ୍ରିକ ପରୀକ୍ଷା ନିମନ୍ତେ ଫର୍ମପୂରଣ ଆସନ୍ତାକାଲି ଠାରୁ ଆରମ୍ଭ ହେବାକୁ ଯାଉଛି । କାଲିଠୁ ଆସନ୍ତା ୨୨ ତାରିଖ ଯାଏଁ ଫର୍ମ ପୂରଣ କରିପାରିବେ ଛାତ୍ରଛାତ୍ରୀ । ମାଟ୍ରିକ ରେଗୁଲାର ଓ…