Ratha jatra 2026: ରଥଯାତ୍ରାର ସଫଳ ସମାପନ ପାଇଁ ସମସ୍ତ ଭକ୍ତମାନଙ୍କୁ ଧନ୍ୟବାଦ ଅର୍ପଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଲକ୍ଷ ଲକ୍ଷ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭାବାବେଗ ସହ ଜଡିତ ଓଡିଶାର ସବୁଠାରୁ ବଡ ଏବଂ ମହତ୍ତ୍ୱପୂର୍ଣ୍ଣ ପର୍ବ ରଥଯାତ୍ରାର ସଫଳ ସମାପନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତ ଜଗନ୍ନାଥ ପ୍ରେମୀ, ସେବାୟତ, ସରକାରୀ ଅଧିକାରୀ, ସ୍ଵେଚ୍ଛାସେବୀ ଅନୁଷ୍ଠାନ…

लोकसभा से पास हुआ एंटी पेपर लीक संशोधन बिल, वंदे मातरम बिल को राज्यसभा की मिली मंज़ूरी

बुधवार को संसद में दो अहम बिल पास हुए । लोकसभा ने ‘एंटी-पेपर लीक बिल’ को मंज़ूरी दी और राज्यसभा ने ‘वंदे मातरम बिल’ पास किया। ‘पब्लिक एग्ज़ामिनेशन्स (प्रिवेंशन ऑफ़…

Flood Situation in Odisha: ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ । ବନ୍ୟା ପ୍ରଭାବିତ ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏନେଇ ଆଜି ସମ୍ପୃକ୍ତ ଅଧିକାରୀଙ୍କ ସହ ବନ୍ୟା ପରିସ୍ଥିତି ସମ୍ପର୍କରେ ଏକ ବୈଠକ ପରେ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ…

Flood Furry Across Odisha: ରାଜ୍ୟରେ ବନ୍ୟା ସ୍ଥିତି; ଭୟଭୀତ ନହେବାକୁ ରାଜ୍ୟ ବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ରାଜ୍ୟରେ ଲଗାଣ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତି ଉପରେ ସରକାର ସମ୍ପୂର୍ଣ୍ଣ ସତର୍କ ଅଛନ୍ତି। ପ୍ରତ୍ୟେକ ନାଗରିକଙ୍କ ଜୀବନ ଓ ସୁରକ୍ଷାକୁ ସର୍ବୋଚ୍ଚ ପ୍ରାଥମିକତା ଦିଆଯାଇ ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ବନ୍ୟା ସ୍ଥିତି ଏବଂ…

Keonjhar Floods: ବନ୍ୟାରେ କେନ୍ଦୁଝର ଜିଲ୍ଲାରେ ୩ ଜଣଙ୍କର ମୃତ୍ୟୁ: ସୁରେଶ ପୂଜାରୀ

ଚଳିତ ବନ୍ୟାରେ କେନ୍ଦୁଝର ଜିଲ୍ଲାରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ଏ ନେଇ ସୂଚନା ଦେଇଛନ୍ତି ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି । ସେ କହିଛନ୍ତି ଜଣେ ଅଗ୍ନିଶମ କର୍ମଚାରୀଙ୍କର ବିଦ୍ୟୁତ ଆଘାତରେ ମୃତ୍ୟୁ ଘଟିଛି…

Odisha Floods Alert: ବନ୍ୟାରେ ୪ ଜଣଙ୍କର ମୃତ୍ୟୁ ସହ ରାଜ୍ୟର ୬ ଜିଲ୍ଲାର ୪୪ ବ୍ଲକ ପ୍ରଭାବିତ : SRC

ଲଗାଣ ବର୍ଷାରେ ଉବୁଟୁବୁ ଓଡ଼ିଶା। ବାଲେଶ୍ୱର ଠାରୁ ଆରମ୍ଭ କରି ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝରରେ ଜଳ ବିଭୀଷିକା ଦେଖିବାକୁ ମିଳିଛି । ବନ୍ୟାରେ ରାଜ୍ୟର ୬ ଜିଲ୍ଲାର ୪୪ ବ୍ଲକ ପ୍ରଭାବିତ ହୋଇଛି। ଏନେଇ ରାଜ୍ୟ ସ୍ୱତନ୍ତ୍ର ରିଲିଫ୍ କମିସନର (SRC)ଙ୍କ…

Odisha CM Begins 4-Day Delhi Visit: ୪ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

୪ ଦିନିଆ ଦିଲ୍ଲୀ ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆଜି ସକାଳରେ ଭୁବନେଶ୍ୱର ବିମାନବନ୍ଦରରୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି ମୁଖ୍ୟମନ୍ତ୍ରୀ । ସରକାରୀ ସୂତ୍ର ଅନୁଯାୟୀ, ମୁଖ୍ୟମନ୍ତ୍ରୀଙ୍କ ତାଙ୍କର ନିର୍ଦ୍ଧାରିତ ସରକାରୀ କାର୍ଯ୍ୟକ୍ରମରେ ଦିଲ୍ଲୀ ଗସ୍ତ କରିଥିବା ସୂଚନା…

Share Market Education in Odisha: କଲେଜ ଛାତ୍ରଛାତ୍ରୀ ପଢ଼ିବେ ସେୟାର ମାର୍କେଟ୍‌ ପାଠ

ଏଣିକି କଲେଜ ଛାତ୍ରଛାତ୍ରୀଙ୍କୁ ମାଗଣାରେ ପଢ଼ାଯିବ ସେୟାର୍ ମାର୍କେଟ୍ ପାଠ । ମାଗଣାରେ ମିଳିବ ମ୍ୟୁଚୁଆଲ ଫଣ୍ଡ, ଇନ୍ୟୁରାନ୍ସ ଓ ଆର୍ଥିକ କାରବାରର ତାଲିମ । ଆର୍ଥିକ ସାକ୍ଷରତା ଏବଂ ଚାକିରି ସମ୍ଭାବନାକୁ ବୃଦ୍ଧି କରିବା ପାଇଁ ଓଡ଼ିଶା କଲେଜ ଛାତ୍ରଛାତ୍ରୀମାନଙ୍କ…