ପ୍ରୋ-ଟେମ୍ ସ୍ପିକର ବା କାମଚଳା ବାଚସ୍ପତି ଭାବେ ଶପଥ ନେଲେ ରଣେନ୍ଦ୍ର ପ୍ରତାପ ସ୍ବାଇଁ। ଆଜି ସପ୍ତଦଶ ଓଡ଼ିଶା ବିଧାନସଭାର ଆଠଗଡ ବିଧାୟକ ରାଜା ସ୍ୱାଇଁଙ୍କୁ କାମଚଳା ବାଚସ୍ପତି ଭାେବେ ଶପଥପାଠ କରାଇଛନ୍ତି ରାଜ୍ୟପାଳ ରଘୁବର ଦାସ ।

କାମଚଳା ବାଚସ୍ପତି ଭାବେ ଦାୟିତ୍ୱ ନେବା ପରେ ରାଜା ସ୍ୱାଇଁ ଆଗାମୀ ଜୁନ୍ ୧୭ ଓ ୧୮ ତାରିଖରେ ନିର୍ବାଚିତ ବିଧାୟକଙ୍କୁ ଶପଥ ପାଠ କରାଇବେ ରାଜା ସ୍ବାଇଁ । ୨୦ ତାରିଖରେ ବାଚସ୍ପତି ନିର୍ବାଚନ ମଧ୍ୟ ପରିଚାଳନା କରିବେ।

ସେ ତାଙ୍କର ଏହି ଶପଥ ପାଠରେ କହିଛନ୍ତି, ସରକାରଙ୍କ ଦ୍ୱାରା ଗଠିତ ହୋଇଥିବା ସପ୍ତଦଶ ବିଧାନସଭାର କାମଚଳା ବାଚସ୍ପତି ଭାବେ ନିଯୁକ୍ତ ଦେଇଥିବାରୁ ଧନ୍ୟବାଦ ଜଣାଉଛି।

Leave a Reply

Your email address will not be published. Required fields are marked *