Mahanadi Water Dispute: ଆସନ୍ତା ୨୮ କୁ ଘୁଞ୍ଚିଲା ମହାନଦୀ ଜଳ ବିବାଦ ଶୁଣାଣି

ଦୀର୍ଘ ଦିନ ଧରି ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଲାଗି ରହିଥିବା ମହାନଦୀ ଜଳ ବିବାଦର ଶୁଣାଣି ପୁଣି ଥରେ ଘୁଞ୍ଚିଯାଇଛି। ଆସନ୍ତା ସେପ୍ଟେମ୍ବର ୨୮ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ। କେନ୍ଦ୍ରୀୟ ଜଳ ଆୟୋଗ (CWC) ଙ୍କ…

Centre Accepts BBSR DCP Jagmohan Meena’s Resignation: ଭୁବନେଶ୍ୱର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର

ଭୁବନେଶ୍ୱର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫାପତ୍ରକୁ କେନ୍ଦ୍ର ସରକାର ଆନୁଷ୍ଠାନିକ ଭାବେ ଗ୍ରହଣ କରିଛନ୍ତି। ପୂର୍ବରୁ ଓଡ଼ିଶା ରାଜ୍ୟ ସରକାର ଏହି ଇସ୍ତଫା ସମ୍ପର୍କରେ କେନ୍ଦ୍ର ଗୃହ ମନ୍ତ୍ରାଳୟକୁ ସୁପାରିସ କରିଥିଲେ। କେନ୍ଦ୍ର ଗୃହ ମନ୍ତ୍ରାଳୟର ଅନୁମୋଦନ ପରେ ଏବେ ତାଙ୍କର…

Odisha DGP Appointment Case: ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୨୨କୁ ଘୁଞ୍ଚିଲା ସୁପ୍ରିମକୋର୍ଟ ଶୁଣାଣି

ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ନିଯୁକ୍ତିକୁ ନେଇ ଚାଲିଥିବା ବିବାଦର ଶୁଣାଣି ପୁଣି ଥରେ ଘୁଞ୍ଚିଯାଇଛି। ସୁପ୍ରିମକୋର୍ଟ ଏହି ଗୁରୁତ୍ୱପୂର୍ଣ୍ଣ ମାମଲାର ପରବର୍ତ୍ତୀ ଶୁଣାଣି ତାରିଖ ସେପ୍ଟେମ୍ବର ୨୨ ତାରିଖକୁ ଧାର୍ଯ୍ୟ କରିଛନ୍ତି। ଆମିକସ୍ କ୍ୟୁରି ରାଜୁ ରାମଚନ୍ଦ୍ରନଙ୍କ ଦ୍ୱାରା ଦାଖଲ…

BJD Slams BJP Govt Over High Inflation: ନିତ୍ୟ ଆବଶ୍ୟକୀୟ ଜିନିଷର ଦରବୃଦ୍ଧି ରୋକିବାରେ ରାଜ୍ୟ ବିଜେପି ସରକାର ସମ୍ପୂର୍ଣ୍ଣ ବିଫଳ: ବିଜେଡି

ମୁଦ୍ରାସ୍ଫୀତି ଯୋଗୁଁ ରାଜ୍ୟରେ ନିତ୍ୟ ଆବଶ୍ୟକୀୟ ଜିନିଷପତ୍ରର ଅହେତୁକ ଦରବୃଦ୍ଧିକୁ ନେଇ ଶାସକ ଦଳ ଉପରେ ବର୍ଷିଛି ବିଜୁ ଜନତା ଦଳ (ବିଜେଡି)। ରାଜ୍ୟରେ ବିଜେପି ସରକାର କ୍ଷମତାସୀନ ହେବା ପରଠାରୁ ଦରଦାମ୍ ନିୟନ୍ତ୍ରଣ କରିବାରେ ସମ୍ପୂର୍ଣ୍ଣ ବିଫଳ ହୋଇଥିବା ବିଜେଡି…

MP Pradeep Panigrahi’s Demand for the Welfare of Mechanics: ମେକାନିକମାନଙ୍କ ସର୍ବାଙ୍ଗୀନ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଡ. ପ୍ରଦୀପ କୁମାର ପାଣିଗ୍ରାହୀ

ରାଜ୍ୟର ମେକାନିକ୍ ଭାଇମାନଙ୍କ ସର୍ବାଙ୍ଗୀନ ବିକାଶ ଓ ସାମାଜିକ ସୁରକ୍ଷା ପାଇଁ ଏକ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି। ଏ ନେଇ ସାଂସଦ ଡ. ପ୍ରଦୀପ କୁମାର ପାଣିଗ୍ରାହୀ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ଚିଠି ଲେଖି ଗୁରୁତ୍ୱପୂର୍ଣ୍ଣ…

Mega Blood Donation Camps in Odisha: ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ; ମେଗା ରକ୍ତଦାନ ଶିବିରରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ରାଜ୍ୟରେ ଆରମ୍ଭ ହୋଇଛି ଏକ ମାସ ବ୍ୟାପୀ ‘ସେବା ସଂକଳ୍ପ ଅଭିଯାନ’। ଏହି ଅବସରରେ ଭୁବନେଶ୍ୱର ୟୁନିଟ୍-୩ ସ୍ଥିତ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଏହାର ଶୁଭାରମ୍ଭ କରିଛନ୍ତି। ଏହି…

Odisha CM to Visit Delhi Today: ଆଜି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ; ବିଦେଶୀ ନିବେଶକଙ୍କ ସହ ହେବ ଆଲୋଚନା

ଓଡ଼ିଶାର ଶିଳ୍ପ ଓ ଆର୍ଥିକ ବିକାଶକୁ ଆଉ ଗୋଟିଏ ପାହାଚ ଆଗକୁ ନେବା ପାଇଁ ଆଜି ନୂଆଦିଲ୍ଲୀ ଗସ୍ତ କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଗସ୍ତ କାଳରେ ସେ କାଲି ଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ଏକ ବିଶାଳ…