ନିଟ ବିବାଦ ନେଇ ସୁପ୍ରିମକୋର୍ଟକୁ ସ୍ଥାନାନ୍ତର ହେଲା ହାଇକୋର୍ଟରେ ଥିବା ମାମଲା। ଏ ନେଇ ଏନଟିଏ ସୁପ୍ରିମକୋର୍ଟରେ ଆବେଦନ କରିଥିଲା। ଏବେଠୁ ନିଟ୍ ମାମଲାର ସମସ୍ତ ଶୁଣାଣି ସୁପ୍ରିମକୋର୍ଟରେ ହେବ। କାଉନସେଲିଂ ପ୍ରକ୍ରିୟା ଜାରି ରଖିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। Post navigation ବାଚସ୍ପତି ହେଲେ ସୁରମା ପାଢ଼ୀ ତାମିଲନାଡୁରେ ଅପମିଶ୍ରିତ ମଦ ସେବନ କରି ପ୍ରାୟ ୩୪ ମୃତ