BBSR to Direct Flights Jaipur: ଖୁବଶୀଘ୍ର ଆରମ୍ଭ ହେବ ଭୁବନେଶ୍ବର-ଜୟପୁର ବିମାନସେବା

ଖୁବଶୀଘ୍ର ଆରମ୍ଭ ହେବ ଭୁବନେଶ୍ବର-ଜୟପୁର ବିମାନସେବା ।ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ବିମାନବନ୍ଦର ପରାମର୍ଶଦାତା କମିଟି ବୈଠକରେ ବଡ଼ ନିଷ୍ପତ୍ତି ନିଆଯାଇଛି। ଖୁବଶୀଘ୍ର କାର୍ଯ୍ୟକ୍ଷମ ହେବ ତୃତୀୟ ଏୟାର ଟର୍ମିନାଲ ।

CBI Arrests IT Officer: ଲାଞ୍ଚ ନେଇ ସିବିଆଇ ହାତରେ ଧରାପଡିଲେ ଆୟକର ଅଧିକାରୀ

ଲାଞ୍ଚ ନେଇ ବନ୍ଧା ହେଲେ ଆୟକର ଅଧିକାରୀ। ଭଦ୍ରକ ଜିଲ୍ଲାର ଆୟକର କାର୍ଯ୍ୟାଳୟରେ ସୁପରିଣ୍ଟେଣ୍ଡେଣ୍ଟ ରମେଶ ମହାନ୍ତି ଗିରଫ। ୪ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡ଼ିବସିଲା ସିବିଆଇ। ଡୁପ୍ଲିକେଟ ପାନ୍ କାର୍ଡ ଡିଲିଟ କରିବାକୁ ରମେଶ ୪ ହଜାର ଟଙ୍କା…

Ganjam District Bags Three Prestigious National Awards: ଗଞ୍ଜାମ ଜିଲ୍ଲାକୁ ମିଳିଲା ତିନି ପ୍ରତିଷ୍ଠିତ ଜାତୀୟ ପୁରସ୍କାର

ପୁଣିଥରେ ଦିଲ୍ଲୀରେ ଚମକିଛି ଗଞ୍ଜାମ ଜିଲ୍ଲା। ଜିଲ୍ଲାକୁ ମିଳିଛି ୩ଟି ପ୍ରତିଷ୍ଠିତ ଜାତୀୟ ପୁରସ୍କାର। ଜିଲ୍ଲାର ୨ଟି ପଞ୍ଚାୟତ ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ ବିକାଶ ପୁରସ୍କାର ପାଇଥିବା ବେଳେ ଗଞ୍ଜାମ ଜିଲ୍ଲା ନାନାଜୀ ଦେଶମୁଖ ସର୍ବୋତ୍ତମ ପଞ୍ଚାୟତ ସତତ ବିକାଶ…

Bhakta Das Targets BJP Govt: ମହାନଦୀ ଜଳକୁ ଛତିଶଗଡକୁ ଦାନକରି ପ୍ରଧାନମନ୍ତ୍ରୀ ଓଡିଶାରେ ପାଳିବେ ଉତ୍ସବ: ଭକ୍ତ

ଦଶନ୍ଧି ଦଶନ୍ଧିର ଛତିଶଗଡ ସହ ଆମ ରାଜ୍ୟ ଓଡ଼ିଶାର ବୃହତ ସ୍ୱାର୍ଥ ସମ୍ବଳିତ ମହାନଦୀ ଜଳବିବାଦ ବିଷୟ ଓ ଏହି ନଦୀର ଜଳକୁ ବେସରକାରୀ କମ୍ପାନୀମାନଙ୍କ ହାତରେ ସମ୍ପୂର୍ଣ ଟେକି ଦେବାକୁ ନେଇ ପିସିସି ଗଣମାଧ୍ୟମ ବିଭାଗ ତରଫରୁ ବିଭାଗୀୟ ଅଧ୍ୟକ୍ଷ…

Kabisuryanagar Custodial Death Case: କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ଘଟଣା; ରାଜ୍ୟ ମାନବାଧିକାର କମିଶନଙ୍କୁ ଭେଟିଲା ବିଜେଡି ପ୍ରତିନିଧିମଣ୍ଡଳୀ

କବିସୂର୍ଯ୍ୟନଗର ଥାନା ହାଜତରେ ଭିନ୍ନକ୍ଷମ ଯୁବକ ସୁଶାନ୍ତ ସାହୁଙ୍କୁ ଅକଥନୀୟ ନିର୍ଯାତନା ଦେବା ଯୋଗୁଁ ମୃତ୍ୟୁ ବରଣ ହୋଇଥିବା ଘଟଣାରେ ଆଜି ବିଜୁ ଜନତା ଦଳର ଏକ ପ୍ରତିନିଧି ମଣ୍ଡଳୀ ରାଜ୍ୟ ମାନବାଧିକାର କମିଶନଙ୍କୁ ଭେଟିଛନ୍ତି । ବିନା ଅଭିଯୋଗରେ ସୁଶାନ୍ତଙ୍କୁ…

Mayurbhanj BDO Suspended: ଏସ୍ଆଇଆର୍ କାମରେ ଅବହେଳା ପାଇଁ ବିଡିଓ ବନଜା ଦାସଙ୍କୁ ନିଲମ୍ବନ

ଏସ୍ଆଇଆର୍ କାମରେ ଅବହେଳା ପାଇଁ ମୟୁରଭଞ୍ଜ ଜିଲ୍ଲା ବଡ଼ସାହି ବିଡ଼ିଓ ତଥା ସହକାରୀ ନିର୍ବାଚନ ପଞ୍ଜିକରଣ ଅଧିକାରୀ ନିଲମ୍ବନ । ଦାୟିତ୍ୱରେ ଅବହେଳା ଓ ଶୃଙ୍ଖଳାଗତ ତ୍ରୁଟି ପାଇଁ ବିଡିଓ ବନଜା ଦାସଙ୍କୁ ନିଲମ୍ବନ କରାଯାଇଛି । ଏନେଇ ମୟୂରଭଞ୍ଜ ଜିଲ୍ଲାପାଳଙ୍କୁ…

Gang Attack in Jagtsinghpur: ଜଗତସିଂହପୁରରେ ପୋଲିସ ଉପସ୍ଥିତରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

ଜଗତସିଂହପୁର ପୋଲିସ ଉପସ୍ଥିତରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ । ଜମିବାଡ଼ି ବିବାଦକୁ କେନ୍ଦ୍ରକରି ରାସ୍ତାରେ ପୁଲିସର ପିସିଆର ସାମ୍ନାରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଥିବା ଭିଡିଓ ଭାଇରାଲ୍ ହୋଇଛି । ଏ ବାବଦରେ ସଦର ଥାନାରେ ଏତଲା ହୋଇଥିଲେ ମଧ୍ୟ ପୋଲିସ…