ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପରକୁ କାଳିମାଡ଼ ଘଟଣା ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଶୃଙ୍ଖଳା ଭଙ୍ଗ କରିବା ଅଭିଯୋଗରେ ୫ କଂଗ୍ରେସ କର୍ମକର୍ତ୍ତାଙ୍କୁ ବହିଷ୍କାର କରାଯାଇଛି। ୬ ବର୍ଷ ପାଇଁ କର୍ମକର୍ତ୍ତାଙ୍କୁ ଦଳରୁ ବହିଷ୍କାର କଲେ ପିସିସି ସଭାପତି। ସେମାନେ ଶୁକ୍ରବାର ପିସିସି ସଭାପତିଙ୍କ ଚାମ୍ବରରେ ପଶି କାଳିମାଡ଼ କରିଥିଲେ। Post navigation ମା’ ତାରିଣୀ ପୀଠ ଲାଗି ୫୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ରାଜ୍ୟର ସବୁ ମହିଳାଙ୍କୁ ମିଳିବ ‘ସୁଭଦ୍ରା’ ଟଙ୍କା