ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରି ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ ଆଲୋଚନା ସମୟରେ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡା ମଧ୍ୟ ଉପସ୍ଥିତ ଥିଲେ ।

ମୋଦୀ ଗ୍ୟାରେଂଟିକୁ କିଭଳି ରାଜ୍ୟରେ ଉପଯୋଗ କରାଯାଇ ପାରିବ ଏବଂ ଓଡ଼ିଶା ଦେଶର ଏକ ନମ୍ବର ରାଜ୍ୟ ହେବ ସେନେଇ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ।

 

 

Leave a Reply

Your email address will not be published. Required fields are marked *