ଜାତିର ପିତା ମହାତ୍ମା ଗାନ୍ଧିଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ ୨ ଉପମୁଖ୍ୟମନ୍ତ୍ରୀ । ତିନିଦିନ ଦିଲ୍ଲୀ ଗ୍ରସ୍ତରେ ଯାଇ ଆଜି ଦିଲ୍ଲୀସ୍ଥିତ ରାଜଘାଟରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉପ-ମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ାଙ୍କ ସହ ମୁଖ୍ୟମନ୍ତ୍ରୀ ରାଜଘାଟ ଯାଇ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସକାଳ ରାଜଘାଟରେ ପହଞ୍ଚି ମହାତ୍ମାଗାନ୍ଧୀ ଏବଂ ଅଟଳ ବିହାରୀ ବାଜପେୟୀଙ୍କ ସମାଧିସ୍ଥଳରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି।

Leave a Reply

Your email address will not be published. Required fields are marked *