ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ (ସିଏମ୍ଓ)ରେ କାର୍ଯ୍ୟରତ ୪ ଅଫିସରଙ୍କୁ ଜିଏ ବିଭାଗକୁ ଫେରାଗଲା । ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଥିବା ବେଳେ ସିଏମ୍ଓରେ କାର୍ଯ୍ୟରତ ଥିବା ୪ ଅଫିସରଙ୍କୁ ହଟାଯାଇଛି । ଲାଲା ମନୋଜ କୁମାର ରାୟ, ରବୀନ୍ଦ୍ର କୁମାର ସେଠୀ, ଶୁଭ୍ରାଂଶୁ ମିଶ୍ର ଏବଂ ମନୋଜ କୁମାର ସ୍ବାଇଁ ଜିଏକୁ ଫେରିଛନ୍ତି । Post navigation ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହେମନ୍ତ ସୋରେନ୍ ଭାରତ ସରକାରଙ୍କ ସମନ୍ୱିତ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ‘ମିଶନ ଶକ୍ତି’ ଓଡିଶାରେ ହେବ କାର୍ଯ୍ୟକାରୀ: ମୁଖ୍ୟମନ୍ତ୍ରୀ