ପରଲୋକରେ ବରିଷ୍ଠ ନେତା ସୁରେନ୍ଦ୍ର ନାୟକ । କାକଟପୁରର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ମରଶରୀର ବିଧାନସଭା ପହଞ୍ଚିଛି। ବିଧାନସଭା ପରିସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ଶେଷ ଦର୍ଶନ କରିବା ସହ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ, ବାଚସ୍ପତି ଏବଂ ବହୁ ମାନ୍ୟଗଣ୍ୟ ବ୍ୟକ୍ତିବୃଦ।

Leave a Reply

Your email address will not be published. Required fields are marked *