ପରଲୋକରେ ବରିଷ୍ଠ ନେତା, ପୂର୍ବତନ ବିଧାୟକ, ମନ୍ତ୍ରୀ ତଥା ପୂର୍ବତନ ଉପ-ବାଚସ୍ପତି ସୁରେନ୍ଦ୍ରନାଥ ନାୟକ । ତାଙ୍କ ପାର୍ଥିବ ଶରୀରର ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି ଲୋକଙ୍କ କଲ୍ୟାଣ ପାଇଁ ଜନପ୍ରତିନିଧି ଭାବେ ସ୍ୱର୍ଗତ ନାୟକଙ୍କ ଅବଦାନ ଅତୁଳନୀୟ। ଦିବଙ୍ଗତ ନେତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।

Leave a Reply

Your email address will not be published. Required fields are marked *