ଆସନ୍ତା ୭ ଓ ୮ ତାରିଖରେ ରଥଯାତ୍ରା ହେବାକୁ ଥିବା ବେଳେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ୭ରେ ପ୍ରବଳ, ୮ରେ ହାଲୁକାରୁ ମଧ୍ୟମ ବର୍ଷା ନେଇ ସୂଚନା। ପୁରୀକୁ ବି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ୨୪ ଘଣ୍ଟା ପାଇଁ ଘଡ଼ଘଡି଼ ବିଜୁଳି ସହ ବର୍ଷା ସମ୍ଭାବନା ରହିଛି। ୬ରେ କେନ୍ଦୁଝର, ମୟୁରଭଞ୍ଜ, ମାଲକାନଗିରିରେ ବର୍ଷା ହେବ ବୋଲି କୁହାଯାଇଛି।

Leave a Reply

Your email address will not be published. Required fields are marked *