ଶାସନକୁ ଆସିବା ପରେ ରାଜ୍ୟ ବିଜେପିର ପ୍ରଥମ କାର୍ଯ୍ୟକାରିଣୀ ବୈଠକ ଜୁଲାଇ ୧୯ ଓ ୨୦ରେ ବସିବାକୁ ଯାଉଛି । ହେବାକୁ ଥିବା ବିଜେପିର ଦୁଇ ଦିନିଆ କାର୍ଯ୍ୟକାରିଣୀ ବୈଠକରେ ଯୋଗ ଦେବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଆଗାମୀ ଦିନର କାର୍ଯ୍ୟକ୍ରମ ନେଇ ରାଜନୈତିକ ଚିଠା ପ୍ରସ୍ତାବ ପାରିତ ହେବ । ପୁରୀରେ ବସିପାରେ ଦୁଇ ଦିନିଆ କାର୍ଯ୍ୟକାରିଣୀ। Post navigation ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ମାମଲା: CBIକୁ ଷ୍ଟାଟସ୍ ରିପୋର୍ଟ ଦେବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଦବିଲା ଭୁବନେଶ୍ବରରେ ଥିବା ଆଇଗିଣିଆ ଓଭରବ୍ରିଜ୍