ଫୁଟବଲ ଆସୋସିଏସନ ଅଫ୍‌ ଓଡ଼ିଶା (FAO) ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ ଦେବାଶିଷ ସାମନ୍ତରାୟ । ସୋସିଆଲ ମିଡ଼ିଆ ‘ଏକ୍ସ’ରେ ଇସ୍ତଫା ପତ୍ର ପୋଷ୍ଟ କରି ପଦ ଛାଡ଼ିବାଥିବା ସୂଚନା । ବ୍ୟସ୍ତତା ଓ ବ୍ୟକ୍ତିଗତ କାରଣରୁ ଇସ୍ତଫା ଦିଆଯାଇଥିବା ଜଣାପଡିଛି ।

Leave a Reply

Your email address will not be published. Required fields are marked *