ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ପ୍ରଶାସନ କାର୍ଯ୍ୟାଳୟରେ ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ବୈଠକ ବସିଛି। ତଦାରଖ କମିଟିର ୨ ଜଣ ସଦସ୍ୟ ରତ୍ନଭଣ୍ଡାର ଭିତରକୁ ଯିବେ। ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ଓ ଡାକ୍ତର ସିବିକେ ମହାନ୍ତି ଭିତରକୁ ଯିବେ। ଏ ନେଇ ସୂଚନା ଦେଇଛନ୍ତି ଜଷ୍ଟିସ ଶ୍ରୀ ରଥ।

Leave a Reply

Your email address will not be published. Required fields are marked *