ରତ୍ନ ସାଇତିବା ପାଇଁ ପହଞ୍ଚିଛି ରତ୍ନ ସିନ୍ଦୁକ। ଆଉ କିଛି ସମୟର ଅପେକ୍ଷା, ଆରମ୍ଭ ହେବ ରତ୍ନଭଣ୍ଡାର ଖୋଲିବା ପ୍ରକ୍ରିୟା। ସ୍ୱତନ୍ତ୍ର ବରାଦରେ ତିଆରି ହୋଇଥିବା ୬ ସିନ୍ଦୁକ ପହଞ୍ଚିଲା। ୬ଟି ସିନ୍ଦୁକ ଟ୍ରକରେ ଲଦି ପହଞ୍ଚିଲେ ଭୁବନେଶ୍ୱରର ଜନୈକ ବ୍ୟକ୍ତି। ପ୍ରଶାସନ ପକ୍ଷରୁ ୧୫ଟି ସିନ୍ଦୁକ ବରାଦ କରାଯାଇଥିଲା। ୨୦ କାରିଗରଙ୍କ ୪୮ ଘଣ୍ଟାର ପରିଶ୍ରମରେ ୬ଟି ସିନ୍ଦୁକ ତିଆରି ହୋଇଛି। ଆଉ ୯ଟି ସିନ୍ଦୁକ ତିଆରି କାମ ଚାଲିଛି, ଖୁବ୍‌ ଶୀଘ୍ର ପହଞ୍ଚିବି। ଶାଗୁଆନ କାଠରେ ତିଆରି ସିନ୍ଦୁକରେ ପିତଳ ଛାଉଣୀ ହୋଇଛି।

Leave a Reply

Your email address will not be published. Required fields are marked *