ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ୧୯ରେ ଆଉ ଏକ ଲଘୁଚାପ ସମ୍ଭାବନା ରହିଛି। ଉତ୍ତରପଶ୍ଚିମ ତତ୍‌ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି। ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରିବ ଲଘୁଚାପ। ଏବେ ଦକ୍ଷିଣ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି ଲଘୁଚାପ।ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରିବ ଲଘୁଚାପ। ଏହା ପ୍ରଭାବରେ ଆସନ୍ତାକାଲି ଯାଏ ଦକ୍ଷିଣ ଓ ଦକ୍ଷିଣ ଉପକୂଳରେ ବର୍ଷା ହେବ।

Leave a Reply

Your email address will not be published. Required fields are marked *