ଆଜି ଶ୍ରୀବିଗ୍ରହଙ୍କ ପବିତ୍ର ବାହୁଡ଼ା ଯାତ୍ରା। ୯ ଦିନ ମାଉସୀ ଘରେ ରହି ଶ୍ରୀମନ୍ଦିର ଫେରୁଛନ୍ତି ଶ୍ରୀଜିଉ। ସମସ୍ତ ନୀତିକାନ୍ତି ସୁରୁଖୁରୁରେ ସମ୍ପନ୍ନ ହେବା ପରେ ଏବେ ଆରମ୍ଭ ହୋଇଛି ରଥଟଣା। ପ୍ରଥମେ ବଡ଼ ଠାକୁର ବଳଭଦ୍ରଙ୍କ ରଥଟଣା ହୋଇଛି। ଘଣ୍ଟଘଣ୍ଟା, ହରିବୋଲ ଓ ହୁଳହୁଳିରେ ପ୍ରକମ୍ପିତ ପରିବେଶ। ଶ୍ରୀମନ୍ଦିର ଅଭିମୁଖେ ରଥ ଟାଣି ଆଣୁଛନ୍ତି ଲକ୍ଷାଧିକ ଶ୍ରଦ୍ଧାଳୁ।

By Nirvay

Leave a Reply

Your email address will not be published. Required fields are marked *