ଡବଲ୍ ଲଘୁଚାପ ପ୍ରଭାବରେ ରାଜ୍ୟରେ ବଢ଼ିବ ବର୍ଷା। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ତତସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପକ୍ଷେତ୍ର ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ୧୯ ବେଳକୁ ଆଉ ଗୋଟିଏ ଦାନା ବାନ୍ଧିବ । ଆଗାମୀ ୫-୭ ଦିନ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବନୁମାନ କରିଛି। ଏହି ଦୁଇ ଲଘୁଚାପ ପ୍ରଭାବରେ ୨୧ ତାରିଖ ଯାଏ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି । Post navigation ରାଜ୍ୟ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ହେଲେ ଓଏସ୍ପିସିବି ଅଧ୍ୟକ୍ଷ ରତ୍ନଭଣ୍ଡାର ପାଇଁ ଗୁରୁତ୍ବପୂର୍ଣ୍ଣ ବୈଠକ