ରତ୍ନଭଣ୍ଡାର ଓ ଅଳଙ୍କାର ସମ୍ପର୍କରେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ସୂଚନା ଦେଇଛନ୍ତି । ପ୍ରଥମେ ରତ୍ନଭଣ୍ଡାରରେ ଥିବା ଗହଣାଗୁଡ଼ିକୁ ସ୍ଥାନାନ୍ତର କରାଯାଉଛି । ଅସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତରଣ ପରେ ମୂଳ ରତ୍ନଭଣ୍ଡାର ମରାମତି ହେବ। ଏଏସଆଇ ଦ୍ୱାରା ମରାମତି ସାରିବା ପରେ ଗଣତି ମଣତି କାର୍ଯ୍ୟ ଆରମ୍ଭ ହେବ । Post navigation ରଥରେ ୨ ଅଧିକାରୀ ଚଢ଼ିବା ଘଟଣା: ପ୍ରମାଣ ଦେଲା ପ୍ରଶାସନ ସ୍କୁଲ ଚାଲିଥିବାବେଳେ ପଶିଆସିଲା ଭାଲୁ