ରତ୍ନଭଣ୍ଡାର ଓ ଅଳଙ୍କାର ସମ୍ପର୍କରେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ସୂଚନା ଦେଇଛନ୍ତି । ପ୍ରଥମେ ରତ୍ନଭଣ୍ଡାରରେ ଥିବା ଗହଣାଗୁଡ଼ିକୁ ସ୍ଥାନାନ୍ତର କରାଯାଉଛି । ଅସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତରଣ ପରେ ମୂଳ ରତ୍ନଭଣ୍ଡାର ମରାମତି ହେବ। ଏଏସଆଇ ଦ୍ୱାରା ମରାମତି ସାରିବା ପରେ ଗଣତି ମଣତି କାର୍ଯ୍ୟ ଆରମ୍ଭ ହେବ ।

Leave a Reply

Your email address will not be published. Required fields are marked *