କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ନିତି ଆୟୋଗ କମିଟି ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି। ଜୁଏଲ ସ୍ବତନ୍ତ୍ର ଆମନ୍ତ୍ରିତ ସଦସ୍ୟ ଭାବେ ମନୋନୀତ ହୋଇଥିବା ସୂଚନା ମିଳିଛି। ତାଙ୍କ ସହ ନୀତିନ ଗଡ଼କରୀ, ଜେପି ନଡ୍ଡା, ଏଚ୍ଡି କୁମାର ସ୍ବାମୀ ମଧ୍ୟ ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି । Post navigation ବୁଡ଼ିଲା ତେଲ ଟ୍ୟାଙ୍କର: ୧୩ ଭାରତୀୟ ନିଖୋଜ କଳାବାଘ ସଫାରି: ବୈଷୟିକ ଅନୁମୋଦନକୁ ରାଜ୍ୟ ସରକାରଙ୍କ ଅପେକ୍ଷା