ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାସହ ଜଡ଼ିତ ଘୂର୍ଣ୍ଣିବଳୟ ଦକ୍ଷିଣ ପଶ୍ଚିମ ଆଡ଼କୁ ଢଳି ରହିଛି। ଆଗାମୀ ୨ ଦିନରେ ଅଧିକ ଘନୀଭୂତ ହୋଇ ଉତ୍ତରପଶ୍ଚିମ ଦିଗକୁ ଗତି କରିବ । Post navigation ଶୈବପୀଠ ଧବଳେଶ୍ୱରରେ ପ୍ଲାଷ୍ଟିକକୁ ନା ବଡ଼ ଘୋଷଣା: ବନ୍ଦ ହେବନି ଆହାର ଯୋଜନା