ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନାଁରେ ଭୁବନେଶ୍ୱରସ୍ଥିତ ମଞ୍ଚେଶ୍ବର ଥାନାରେ ଏତଲା ଦେଇଛି ନିଖିଳ ଓଡ଼ିଶା ଠିକାଦାର ମହାସଂଘ। ନବୀନ ପଟ୍ଟନାୟକଙ୍କ ସହ ବିଜେଡିର ୬ ନେତା ଓ ପୂର୍ତ୍ତ ସଚିବଙ୍କ ନାଁରେ ମଧ୍ୟ ଏତଲା ଦିଆଯାଇଛି। ପ୍ରତିଶ୍ରୁତି ସତ୍ତ୍ବେ ଦାବିପୂରଣ କରାଯାଇନଥିବାରୁ ଏତଲା ଦେଇଛି ମହାସଂଘ।

By Nirvay

Leave a Reply

Your email address will not be published. Required fields are marked *