ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିକୁ ଭଙ୍ଗ କରିଛି ଅଲ ଇଣ୍ଡିଆ କଂଗ୍ରେସ କମିଟି (ଏଆଇସିସି) । ଏଆଇସିସି ସଭାପତିଙ୍କ ଅନୁମୋଦନ କ୍ରମେ ସବୁ କମିଟି ଭଙ୍ଗା ହୋଇଛି । ପିସିସି ଓ କାର୍ଯ୍ୟକାରୀ କମିଟିକୁ ମଧ୍ୟ ଭାଙ୍ଗି ଦିଆଯାଇଛି। ଜିଲ୍ଲା, ବ୍ଲକ୍‌ ଓ ମଣ୍ଡଳସ୍ତରୀୟ କମିଟି ମଧ୍ୟ ଭାଙ୍ଗିଛି। କମିଟି ଭାଙ୍ଗିବା ପରେ ବର୍ତ୍ତମାନର ଜିଲ୍ଲା ସଭାପତିଙ୍କୁ କାମଚଳା ସଭାପତି ଭାବେ ଦାୟିତ୍ବ ଦିଆଯାଇଛି।

By Nirvay

Leave a Reply

Your email address will not be published. Required fields are marked *