ଓଡ଼ିଶାରେ ଲାଗୁ ହେବ ସୁଭଦ୍ରା ଯୋଜନା ଓ ଆୟୁଷ୍ମାନ ଭାରତ ଯୋଜନା । ମହିଳାଙ୍କ ପାଇଁ ଆରମ୍ଭ ହେବ ସୁଭଦ୍ରା ଯୋଜନା । ସୁଭଦ୍ରା ଯୋଜନା ପାଇଁ ୧୦ ହଜାର କୋଟି ଟଙ୍କା ବ୍ୟୟବରାଦ ହୋଇଥିବା ବେଳେ ଆୟୁଷ୍ମାନ ଭାରତ ପାଇଁ ୫୦୦ କୋଟିର ବ୍ୟୟବରାଦ କରାଯାଇଛି । Post navigation ଆସିଲା ନୂଆ ରାଜ୍ୟ ସରକାରଙ୍କର ପ୍ରଥମ ବଜେଟ୍ ଓଡ଼ିଶା ବଜେଟ: ରାଜ୍ୟରେ ଲାଗୁ ହେବ ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟ ସେବା ମିଶନ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା