ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟ ସେବା ମିଶନ ଲାଗୁ ହେବ ବୋଲି ଘୋଷଣା କଲେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟ ସେବା ମିଶନ ପାଇଁ ୨,୪୬୨ କୋଟି ଓ ଜାତୀୟ ସ୍ବାସ୍ଥ୍ୟ ମିଶନ ପାଇଁ ୨,୦୯୫ କୋଟି ପ୍ରଦାନ କରାଯିବ । ସେହିପରି ରାଜ୍ୟରେ ଲାଗୁ ହେବ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା । ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ୫ ହଜାର ୪୫୦ କୋଟି ଦିଆଯିବା ପାଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ।

Leave a Reply

Your email address will not be published. Required fields are marked *