ବିଧାନସଭାରେ ଆଗତ ହେଲା ରାଜ୍ୟ ବଜେଟ୍। ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ବଜେଟ୍‌ରେ ଅନାଥ ଶିଶୁଙ୍କ ପାଇଁ ନୂଆ ଯୋଜନା ‘ଯଶୋଦା’ ଅଣାଯାଇଛି। ଅନାଥ ଶିଶୁଙ୍କୁ ଆର୍ଥିକ ସହାୟତା ଯୋଗାଇବାକୁ ‘ଯଶୋଦା’ ଯୋଜନା କରାଯାଇଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଯଶୋଦା ଯୋଜନା ପାଇଁ ବଜେଟରେ ୮୩ କୋଟିର ବ୍ୟୟବରାଦ କରାଯାଇଛି ।

Leave a Reply

Your email address will not be published. Required fields are marked *