ରାଜ୍ୟ ସରକାରଙ୍କ ବିରୁଦ୍ଧରେ ଅନାସ୍ଥା ପ୍ରସ୍ତାବ ଆଣିଲା କଂଗ୍ରେସ

ସରକାରଙ୍କ ବିରୁଦ୍ଧରେ ଅନାସ୍ଥା ପ୍ରସ୍ତାବ ଆଣିଲା କଂଗ୍ରେସ। ୧୫ ଜଣ ବିଧାୟକଙ୍କ ସମର୍ଥନ ଥିବା ଅନାସ୍ଥା ପ୍ରସ୍ତାବ ଚିଠି ବିଧାନସଭା ସଚିବଙ୍କ ଜରିଆରେ ମାନ୍ୟବର ବାଚସ୍ପତିଙ୍କୁ ପ୍ରଦାନ କରାଯାଇଛି। ବିରୋଧୀ ଦଳ କଂଗ୍ରେସ ପକ୍ଷରୁ ମୋହନ ସରକାର ବିରୁଦ୍ଧରେ ଅନାସ୍ଥା ପ୍ରସ୍ତାବ…

ଆସନ୍ତାକାଲି ଯାଏଁ ଗୃହ ମୁଲତବୀ

ଆଜିଠାରୁ ଆରମ୍ଭ ହୋଇଥିବା ବିଧାନସଭା ମୌସୁମୀ ଅଧିବେଶନ ଆସନ୍ତାକାଲି ଯାଏଁ ମୁଲତବୀ ରହିଛି । ଶୋକ ପ୍ରସ୍ତାବ ପରେ ବାଚସ୍ପତି ସୁରମା ପାଢ଼ୀ ଗୃହକୁ ମୁଲତବୀ ଘୋଷଣ କରିଛନ୍ତି । ଗୁରୁବାର ପୂର୍ବାହ୍ନ ୧୧ଟାରେ ଗୃହ କାର୍ଯ୍ୟ ଆରମ୍ଭ ହେବା ପରେ…

ରାଜ୍ୟରେ ଅଛନ୍ତି ୯୩୯୨ ସଂଖ୍ୟକ କାର୍ଯ୍ୟରତ ସାମ୍ବାଦିକ: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ସପ୍ତଦଶ ବିଧାନସଭାର ଚତୁର୍ଥ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି। ଆଜି ବିଧାନସଭା ଗୁହରେ ଉଠିଲା ସାମ୍ବାଦିକ ପ୍ରସଙ୍ଗ।ମନ୍ତ୍ରୀ ଅଖିଳ ଚନ୍ଦ୍ର ନାଏକ ସାମ୍ବାଦିକଙ୍କୁ ଦିଆଯାଉଥିବା ସୁବିଧା ଆଉ ଯୋଜନା ବିଷୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ପ୍ରଶ୍ନ କରିଛନ୍ତି । ସେ ମୁଖ୍ୟମନ୍ତ୍ରୀଙ୍କୁ…

ସ୍କୁଲ ମଧ୍ୟରେ ମାର୍‌ପିଟ ଘଟଣା: ୩ ଶିକ୍ଷକ ନିଲମ୍ବିତ

ସ୍କୁଲ ମଧ୍ୟରେ ମାର୍‌ପିଟ ଘଟଣାରେ ଗୋଷାଣୀ ବ୍ଲକ ମାଛମରା ହାଇସ୍କୁଲ ପ୍ରଧାନ ଶିକ୍ଷକଙ୍କ ସମେତ ୩ ନିଲମ୍ବିତ । ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରଫୁଲ୍ଲ କୁମାର ରଥ, ସହକାରୀ ଶିକ୍ଷକ ହିନ୍ଦୀ ଶିକ୍ଷକ ଏସ୍.ଜୟା ରାଓ ଏବଂ କ୍ରୀଡ଼ା ଶିକ୍ଷକ ବି…

୬୦ ବର୍ଷ ପରେ ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନ୍‌ସନ୍

ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନ୍‌ସନ୍ । ଯେଉଁ ସୁଭଦ୍ରା ହିତାଧିକାରୀ ୬୦ ବର୍ଷ ହୋଇଯାଇଥିବା ସେମାନଙ୍କୁ ଏଣିକି ବାର୍ଦ୍ଧକ୍ୟା ଭତ୍ତା ପ୍ରଦାନ କରିବେ ରାଜ୍ୟ ସରକାର। ଅଧିକ ବୟସ୍କ ଓ ଦୁର୍ବଳ ଲୋକଙ୍କୁ ପ୍ରାଥମିକତା ଦିଆଯିବ । ୬୦ ବର୍ଷ ବୟସ…

ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେଶନ

ଆଜିଠୁ ଆରମ୍ଭ ହେଲା ବିଧାନସଭା ମୌସୁମୀ ଅଧିବେଶନ । ଆଜିଠୁ ଆରମ୍ଭ ହୋଇ ଆସନ୍ତା ୨୫ ତାରିଖ ଚାଲିବ ଅଧିବେଶନ । ଏଥିରେ ମୋଟ୍ ୭ଟି କାର୍ଯ୍ୟଦିବସ ରହିଛି । ଆଜି ପ୍ରଥମ ଦିନରେ ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ…

ଭୁବନେଶ୍ବରରେ ଆରମ୍ଭ ହେଲା ବୁଲାକୁକୁର ଗଣନା

ରାଜଧାନୀରେ ଭୁବନେଶ୍ବରରେ ଆରମ୍ଭ ହେଲା ବୁଲାକୁକୁର ଗଣନା । ଭୁବନେଶ୍ୱର ମହାନଗର ନିଗମ(ବିଏମସି) ପକ୍ଷରୁ କୁକୁର ଗଣନା ଆରମ୍ଭ ହୋଇଛି । ଭୋର୍ ୫ଟାରୁ ସକାଳ ୭ଟା ପର୍ଯ୍ୟନ୍ତ ଚାଲିଥିଲା ଗଣନା କାର୍ଯ୍ୟ । ୬୭ଟି ୱାର୍ଡରେ ଗଣନା କରାଯାଇଛି ।…

ସ୍କୁଲ୍‌ ଛାତ୍ରଛାତ୍ରୀଙ୍କ ପାଇଁ ବସ୍‌ ସେବା ହେଲା ସମ୍ପୂର୍ଣ୍ଣ ମାଗଣା

ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର । ଛାତ୍ରଛାତ୍ରୀଙ୍କ ପାଇଁ ବସ୍‌ରେ ଯିବାଆସିବା କରିବା ହେଲା ସମ୍ପୂର୍ଣ୍ଣ ମାଗଣା । ଆଇଡି କାର୍ଡ ଦେଖାଇ ଓ ୟୁନିଫର୍ମ ପିନ୍ଧି ସମସ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀ ବସ୍‌ରେ ମାଗଣା ଯାଇପାରିବେ । ଛାତ୍ରଛାତ୍ରୀ ଯାଉଥିବା ରୁଟ୍‌…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିବସରେ ଓଡ଼ିଶାରେ ଲାଗିଲା ରେକର୍ଡ ସଂଖ୍ୟକ ୧,୪୯,୧୧,୩୩୯ ଗଛ

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଜନ୍ମଦିବସରେ ସାରା ରାଜ୍ୟରେ ରେକର୍ଡ ସଂଖ୍ୟକ ୧,୪୯,୧୧, ୩୩୯ ଟି ଗଛ ଲଗାଯାଇଛି । ପ୍ରଧାନମନ୍ତ୍ରୀଙ୍କ ୭୫ତମ ଜନ୍ମଦିବସରେ ୭୫ ଲକ୍ଷ ଗଛ ଲଗାଇ ଓଡ଼ିଶାବାସୀଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କୁ ଏକ ସଶ୍ରଦ୍ଧ ଉପହାର ଦେବା ପାଇଁ…

ଅର୍ଚ୍ଚନା ନାଗଙ୍କ ଓକିଲାତି ଲାଇସେନ୍ସ ସାମୟିକ ଭାବେ ନିଲମ୍ବିତ

ଅର୍ଚ୍ଚନା ନାଗଙ୍କ ଓକିଲାତି ଲାଇସେନ୍ସ ସାମୟିକ ଭାବେ ନିଲମ୍ବିତ କରାଯାଇଛି । ଲାଇସେନ୍ସ ନିଲମ୍ବନ ନେଇ ଆଇନଜୀବୀ ପରିଷଦ ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି । ଲାଇସେନ୍ସ ଆବେଦନ ଫର୍ମରେ ତ୍ରୂଟିପୂର୍ଣ୍ଣ ତଥ୍ୟ ଦେଇଥିବା ଅଭିଯୋଗ ହୋଇଛି । ପୂର୍ବରୁ ଓଡ଼ିଶା…