ପ୍ୟାରିସ୍ ଅଲିମ୍ପିକ୍ସରେ ଆଜି ଭାରତ ଏବଂ ଆୟର୍ଲାଣ୍ଡ ମଧ୍ୟରେ ଖେଳାଯାଇଥିବା ପୁଲ୍ ‘ବି’ ହକି ମ୍ୟାଚ୍‌ରେ ଭାରତ ବିଜୟ ଲାଭ କରିଛି। ଭାରତୀୟ ହକି ଟିମ୍ ଆଜି ଆୟର୍ଲାଣ୍ଡକୁ ୨-୦ରେ ପରାସ୍ତ କରିଛି । ଭାରତୀୟ ଦଳକୁ ଦ୍ବିତୀୟ ବିଜୟ ମିଳିଛି । ପ୍ରଥମ ମ୍ୟାଚରେ ଦଳ ନ୍ୟୁଜିଲାଣ୍ଡକୁ ୩-୨ରେ ହରାଇ ପ୍ୟାରିସ ଅଲିମ୍ପିକ୍ସ ହକିରେ ବିଜୟରୁ ଭାରତର ଅଭିଯାନ ଆରମ୍ଭ ହୋଇଥିଲା । ଏହା ପରେ ଆର୍ଜେଣ୍ଟିନା ବିରୁଦ୍ଧରେ ମୁକାବିଲାରେ ୧-୧ରେ ମ୍ୟାଚ୍ ଡ୍ର ରହିଥିଲା ।

Leave a Reply

Your email address will not be published. Required fields are marked *