କେରଳର ଭୂସ୍ଖଳନରେ ଓଡ଼ିଆ ଡାକ୍ତର ମୃତକ ଓ ନିଖୋଜଙ୍କ ପରିବାରକୁ ସହାୟତା ପାଇଁ ୱାୟନାଡ଼ ଗଲେ ଦୁଇ ଓଡ଼ିଆ ଅଧିକାରୀ । ଜଣେ ବରିଷ୍ଠ ପ୍ରଶାସନିକ ଅଧିକାରୀ ଓ ଜଣେ ଡାକ୍ତରଙ୍କୁ ୱାୟନାଡ଼କୁ ପଠାଯାଇଥିବା ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଘଟଣାକୁ ନେଇ ଦୁଃଖ ପ୍ରକାଶ ସହ କେରଳ ସରକାରଙ୍କ ସହ ଯୋଗାଯୋଗରେ ରହିବାକୁ SRCଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

Leave a Reply

Your email address will not be published. Required fields are marked *