ବିରୋଧୀଙ୍କୁ ମୁକାବିଲା କରିବାକୁ ପ୍ରସ୍ତୁତ: ବିଜେପି

ବିରୋଧୀ ବିଜେଡି ଓ କଂଗ୍ରେସକୁ ମୁକାବିଲା କରିବାକୁ ଭାରତୀୟ ଜନତା ପାର୍ଟି ପ୍ରସ୍ତୁତ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି । ଓଡିଶାର ସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ ସରକାର ସବୁବେଳେ ପ୍ରସ୍ତୁତ । ବିଜୁ…

ଶୁଭମିତ୍ରାଙ୍କ ମୃତ୍ୟୁକୁ ନେଇ ଗୁରୁତର ଅଭିଯୋଗ ଆଣିଛନ୍ତି ବାପା

କନଷ୍ଟେବଳ ଶୁଭମିତ୍ରା ମୃତ୍ୟୁ ଘଟଣାରେ ଗୋଟେ ପରେ ଗୋଟେ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି । ଏବେ ଶୁଭମିତ୍ରାର ମୃତ୍ୟୁକୁ ନେଇ ବାପା ଗୁରୁତର ଅଭିଯୋଗ ଆଣିଛନ୍ତି । କେବଳ ଦୀପକ ନୁହେଁ, ଏହା ପଛରେ ତା ବିଲ୍ଡର ଭାଇ ମାଷ୍ଟରମାଇଣ୍ଡ୍‌…

ବିଧାନସଭାରେ ଚୋରି ସାମଗ୍ରୀ ଫେରାଇବାକୁ ବାଚସ୍ପତିଙ୍କୁ କଂଗ୍ରେସ ବିଧାୟକଙ୍କ ଚିଠି

ବିଧାନସଭା ପରିସରରୁ ଚୋରି ହୋଇଥିବା ସାମଗ୍ରୀ ଫେରାଇବାକୁ କଂଗ୍ରେସ ବିଧାୟକ ବାଚସ୍ପତିଙ୍କୁ ଚିଠି ଲେଖିଛନ୍ତି । ସୁନା ଚେନ, ଦାମୀ ଘଣ୍ଟା, ପ୍ୟାଣ୍ଟ, ସାର୍ଟ ଚୋରି ହୋଇଥିବା ନେଇ କଂଗ୍ରେସ ବିଧାୟକ ରାମଚନ୍ଦ୍ର କାଡାମ ଅଭିଯୋଗ କରିଛନ୍ତି । ତାଙ୍କ ଜିନିଷ…

୬୦ ଛୁଇଁଥିବା ମହିଳାଙ୍କୁ ସୁଭଦ୍ରା ଯୋଜନାରୁ ବାଦ ଦେବା ନିନ୍ଦନୀୟ: ବିଜେଡି

ସୁଭଦ୍ରା ଯୋଜନାର ହିତାଧିକାରୀ ମାନଙ୍କ ମଧ୍ୟରୁ, ୬୦ ବର୍ଷ ଛୁଇଁଥିବା ପ୍ରାୟ ୯୩, ୭୯୨ ଜଣ ମହିଳା ବାଦ ପଡିବେ ବୋଲି ସ୍ପଷ୍ଟ ହୋଇଥିବା ବେଳେ ସେମାନେ ସାମାଜିକ ସୁରକ୍ଷା ଯୋଜନାରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରି ପାରିବେ ବୋଲି…

ସମସ୍ତ ବର୍ଗଙ୍କୁ ଆର୍ଥିକ ସଶକ୍ତ କରିବ ‘ନୂତନ ଜିଏସ୍‌ଟି ସୁଧାର’ : ତରୁଣ ଚୁଗ୍‌

ରାଜ୍ୟ ବିଜେପି ବୁଦ୍ଧିଜିବୀ ପ୍ରକୋଷ୍ଠ ଆନୁକୁଲ୍ୟରେ “ଆଗାମୀ ପିଢୀର ଜିଏସ୍‌ଟି ସୁଧାର” ପ୍ରସଙ୍ଗରେ ଏକ ଆଲୋଚନାଚକ୍ର ଆଜି ପ୍ରଦେଶ ବିଜେପି କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଜିଏସଟି ସୁଧାର ଦ୍ୱାରା କେବଳ ଜିଏସଟି ହାର ବା ଟିକସରେ କମ୍ ହେବ ନାହିଁ…

ମଲ ପାର୍କିଂ ଫି ମାମଲା: ବିଏମସି ଆଭିମୁଖ୍ୟ ଅସ୍ପଷ୍ଟ

ମଲ୍‌ରେ ଆଦାୟ ହେଉଥିବା ପାର୍କିଂ ଫି’କୁ ନେଇ ବିଏମସିର ଆଭିମୁଖ୍ୟ ଅସ୍ପଷ୍ଟ । ବିଏମସି କମିସନର ଚଞ୍ଚଲ ରାଣା କହିଛନ୍ତି ମଲ ପାର୍କିଂ ଫି ଘଟଣାରେ ଏହା ନିୟମ ନା ନିୟମ ନୁହେଁ କହି ହେବ ନାହିଁ । ଏହି ଘଟଣାକୁ…

ଭୋଟ ଚୋର ମାନଙ୍କୁ ସୁରକ୍ଷା ଦେଉଛନ୍ତି ମୁଖ୍ୟ ନିର୍ବାଚନ କମିଶନର: ରାହୁଲ ଗାନ୍ଧୀ

ନିର୍ବାଚନ ଆୟୋଗ ଉପରେ ଭୋଟ୍ ଚୋରି ନେଇ ଟାର୍ଗେଟ କରିଛନ୍ତି କଂଗ୍ରେସ ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ । ସାମ୍ୱାଦିକ ସମ୍ମିଳନୀରେ ଇସିଆଇଙ୍କ ବିରୋଧରେ ଆଉ ଏକ ସଙ୍ଗୀନ ଅଭିଯୋଗ ଆଣିଛନ୍ତି ରାହୁଲ ଗାନ୍ଧୀ। ଭୋଟରକୁ ବେଆଇନ…

ରାଜରାସ୍ତାରେ ଯାତ୍ରୀଙ୍କୁ ମାଡ଼ ମାରିଲେ ଆମ ବସ୍‌ କଣ୍ଡକ୍ଟର

ଭୁବନେଶ୍ବରରେ ଆମ ବସ୍‌ କଣ୍ଡକ୍ଟରଙ୍କ ଦାଦାଗିରି । ଯୁକ୍ତିତର୍କରୁ ଯାତ୍ରୀଙ୍କୁ ଚାପୁଡ଼ା ମାରିଲେ ‘ଆମ ବସ୍‌’ କଣ୍ଡକ୍ଟର । ବସ୍‌ ଭିତରୁ ବାହାରି ଆସି ବାହାରେ ଚାପୁଡ଼ା ମାରିଥିବା ଜଣାପଡିଛି । ଏହା ସହ ଯାତ୍ରୀଙ୍କୁ ମାରି ମୁଣ୍ଡ ଫଟାଇ ଦେଇଥିବା…

ରାଜ୍ୟ ସରକାରଙ୍କ ବିରୁଦ୍ଧରେ ଅନାସ୍ଥା ପ୍ରସ୍ତାବ ଆଣିଲା କଂଗ୍ରେସ

ସରକାରଙ୍କ ବିରୁଦ୍ଧରେ ଅନାସ୍ଥା ପ୍ରସ୍ତାବ ଆଣିଲା କଂଗ୍ରେସ। ୧୫ ଜଣ ବିଧାୟକଙ୍କ ସମର୍ଥନ ଥିବା ଅନାସ୍ଥା ପ୍ରସ୍ତାବ ଚିଠି ବିଧାନସଭା ସଚିବଙ୍କ ଜରିଆରେ ମାନ୍ୟବର ବାଚସ୍ପତିଙ୍କୁ ପ୍ରଦାନ କରାଯାଇଛି। ବିରୋଧୀ ଦଳ କଂଗ୍ରେସ ପକ୍ଷରୁ ମୋହନ ସରକାର ବିରୁଦ୍ଧରେ ଅନାସ୍ଥା ପ୍ରସ୍ତାବ…

ଆସନ୍ତାକାଲି ଯାଏଁ ଗୃହ ମୁଲତବୀ

ଆଜିଠାରୁ ଆରମ୍ଭ ହୋଇଥିବା ବିଧାନସଭା ମୌସୁମୀ ଅଧିବେଶନ ଆସନ୍ତାକାଲି ଯାଏଁ ମୁଲତବୀ ରହିଛି । ଶୋକ ପ୍ରସ୍ତାବ ପରେ ବାଚସ୍ପତି ସୁରମା ପାଢ଼ୀ ଗୃହକୁ ମୁଲତବୀ ଘୋଷଣ କରିଛନ୍ତି । ଗୁରୁବାର ପୂର୍ବାହ୍ନ ୧୧ଟାରେ ଗୃହ କାର୍ଯ୍ୟ ଆରମ୍ଭ ହେବା ପରେ…