ରାଜ୍ୟରେ ଗତ କିଛି ଦିନ ହେବ ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି । ଚାରିଆଡେ ବିଭିନ୍ନ ସ୍ଥାନ ଜଳମଗ୍ନ ହୋଇଥିବାର ଦେଖାଯାଇଥିବା ବେଳେ ମାଲକାନଗିରି ଜିଲ୍ଲା ଦେଇ ଯାଇଥିବା ୩୨୬ ଜାତୀୟ ରାଜପଥର କାଙ୍ଗୁରକୋଣ୍ଡା ଓ ପୋଟେରୁ ବ୍ରିଜ ଉପରେ ୪ ଫୁଟ ଉଚ୍ଚର ପାଣି ପ୍ରବାହିତ ହେଉଛି । ଫଳରେ ଜାତୀୟ ରାଜପଥରେ ଯାତାୟତ ବାଧାପ୍ରାପ୍ତ ହୋଇଛି । ରାସ୍ତାର ଦୁଇ ପଟେ ଶତାଧିକ ଗାଡି ଅଟକି ରହିଛି।ମାଲକାନଗିରି ମୋଟୁ , ଆନ୍ଧ୍ର ଏବଂ ତେଲେଙ୍ଗାନାକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। Post navigation ସିଆରପିଏଫ୍ ସ୍ୱତନ୍ତ୍ର ଡିଜି ହେଲେ ଅମ୍ରିତ ମୋହନ ପ୍ରସାଦ ନାଁକୁ ମାତ୍ର ଜଳସେଚନ ଯନ୍ତ୍ରୀ କିନ୍ତୁ କୁବେର ପରି ଅମାପ୍ତ ସମ୍ପତ୍ତି