ଶ୍ରାବଣ ଅମାବାସ୍ୟା ଅବସରରେ ଆଜି ଶ୍ରୀମନ୍ଦିରରେ ହେବ ଚିତାଲାଗି ନୀତି। ମହାପ୍ରଭୁଙ୍କ ମସ୍ତକରେ ସୁବର୍ଣ୍ଣ ଚିତା ଲାଗି କରାଯିବ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ହୀରା ଚିତା, ଶ୍ରୀବଳଭଦ୍ରଙ୍କୁ ନୀଳା ଚିତା ଓ ଦେବୀ ସୁଭଦ୍ରାଙ୍କୁ ପାନା ଚିତା ଲାଗି କରାଯିବାର ପରମ୍ପରା ରହିଛି। ସେଥିପାଇଁ ଅପରାହ୍ନ ସାଢ଼େ ୨ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି।

Leave a Reply

Your email address will not be published. Required fields are marked *