ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି ଓଡ଼ିଶାର ସମସ୍ତ ବିଜେପି ଲୋକସଭା ସାଂସଦ ଏବଂ ରାଜ୍ୟସଭା ସାଂସଦ । ସଂସଦ ଭବନ ସମ୍ମିଳନୀ କକ୍ଷରେ ଓଡ଼ିଶା ସାଂସଦଙ୍କ ସହ ଆଲୋଚନାରେ ଓଡ଼ିଶାର ସମସ୍ତ ୨୦ ଲୋକସଭା ଓ ଜଣେ ରାଜ୍ୟସଭା ସାଂସଦ ଉପସ୍ଥିତ ରହିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ଓଡ଼ିଶାକୁ ନେଇ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିବା ସୂଚନା ମିଳିଛି । ଏହା ସହ ଭାରତୀୟ ଜନତା ପାର୍ଟିର ଓଡ଼ିଶାର ସମସ୍ତ ସାଂସଦମାନଙ୍କୁ ଓଡ଼ିଶା ପାଇଁ ମିଳିମିଶି କାର୍ଯ୍ୟକରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କହିଛନ୍ତି ।

Leave a Reply

Your email address will not be published. Required fields are marked *