Naveen Forfeits Hiked Salary: ବିଧାୟକ, ମନ୍ତ୍ରୀଙ୍କ ଦରମା ବୃଦ୍ଧି ପ୍ରସଙ୍ଗ: ବର୍ଦ୍ଧିତ ଦରମାକୁ ଗରିବଙ୍କ ପାଇଁ ଦାନ କରିବେ ନବୀନ ପଟ୍ଟନାୟକ

ବିଧାୟକ, ମନ୍ତ୍ରୀଙ୍କ ଦରମା ବୃଦ୍ଧି ପ୍ରସଙ୍ଗ । ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ବର୍ଦ୍ଧିତ ଦରମାକୁ ଗରିବଙ୍କ ପାଇଁ ଦାନ କରିବେ । ଚିଠି ଲେଖି ଘୋଷଣା କଲେ ନବୀନ । ଗରିବ ଲୋକଙ୍କ ବିକାଶ…

BJD Questions CM: ଦିଲ୍ଲୀରେ ରହିବ କି ଓଡ଼ିଶା ଶାସନର ଡୋରୀ: ବିଜେଡି

ସ୍ୱତନ୍ତ୍ର ଓଡ଼ିଶା ଗଠନ ହେବା ପରଠାରୁ ମୋହନ ମାଝୀ ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ଦିଲ୍ଲୀରେ ଆରାମଦାୟକ ଭିଆଇପି ବଙ୍ଗଳା ନେବାର ଯଥାର୍ଥତାକୁ ପ୍ରଶ୍ନ କରିଛି ବିଜୁ ଜନତା ଦଳ । ରାଜ୍ୟ ରାଜକୋଷରୁ ବିପୁଳ ଅର୍ଥ ବ୍ୟୟରେ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଦିଲ୍ଲୀରେ…

Congress Target Odisha CM: ଆଦିବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ କୁମ୍ଭୀର କାନ୍ଦଣା: କଂଗ୍ରେସ 

ଆଦିବାସୀଙ୍କ ଜଙ୍ଗଲ ଜମି ଅଧିକାରକୁ ନେଇ କଂଗ୍ରେସ ଭବନଠାରେ ଏକ ଗୁରୁତ୍ୱପୂର୍ଣ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସାମ୍ବାଦିକ ସମ୍ମିଳନୀରେ ବରିଷ୍ଠ କଂଗ୍ରେସ ନେତା ସୁଧାଂଶୁ ଦେଓ କହିଛନ୍ତି, ଜଙ୍ଗଲ ଅଧିକାର ସ୍ୱୀକୃତି ଆଇନ ଡିସେମ୍ବର ୧୩ ପାର୍ଲିଆମେଣ୍ଟରେ…

KISS Student Death Case: ଭୁବନେଶ୍ୱର କିସ୍‌ରେ ୯ମ ଶ୍ରେଣୀ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ

ଭୁବନେଶ୍ୱର କିସ୍‌ରେ ୯ମ ଶ୍ରେଣୀ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । ମୃତକ ହେଉଛନ୍ତି କେନ୍ଦୁଝର ଟାଉନ ଥାନା ଟିକର ଘୁମୁରାର ରଘୁନାଥ ମୁଣ୍ଡାଙ୍କ ପୁଅ ଶିବ ମୁଣ୍ଡା । ଛାତ୍ରଙ୍କ ଶରୀରରେ କ୍ଷତ ଚିହ୍ନ ରହିଥିବାରୁ ତାଙ୍କ ବଡ଼ ମା’…

2001 Parliament Attack: ଭାରତ ଇତିହାସର କଳା ଦିନ, ସଂସଦ ଆକ୍ରମଣକୁ ଆଜି ୨୪ ବର୍ଷ

୨୦୦୧ ମସିହା ଡିସେମ୍ବର ୧୩ ତାରିଖରେ ସଂସଦକୁ ଆକ୍ରମଣ କରିଥିଲେ ଆତଙ୍କବାଦୀ । ଆଜି ଏହି ଘଟଣାକୁ ୨୪ ବର୍ଷ ପୂରୁଛି । ଏହି ଦିନଟି ଭାରତ ଇତିହାସର ଏକ କଳା ଦିବସ ଭାବେ ଭାରତବାସୀ ମନରେ ରହି ଆସିଛି ।…

Cold Wave Grips Odisha: ସାରା ରାଜ୍ୟରେ ଶୀତ ଲହରୀ; ଏକାଧିକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ସାରା ରାଜ୍ୟରେ ଭୟଙ୍କର ଶୀତ, ହାଡ଼ଭଙ୍ଗା ଜାଡ଼ରେ ଥରୁଛି ସାରା ଓଡ଼ିଶା । ୧୦ ଡିଗ୍ରୀ ତଳେ ଆଭ୍ୟନ୍ତରୀଣ ଓଡ଼ିଶାର ତାପମାତ୍ରା । ଶୀତ ଲହରି ଜାରି ରହିବା ଆଶଙ୍କାରେ ଏକାଧିକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଜାରି…

Odisha Fire Safety: ୧୦ ଦିନ ଭିତରେ ଭୁବନେଶ୍ୱରର ସବୁ ବାର୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ଭୁବନେଶ୍ୱର ସତ୍ୟବିହାର ସ୍ଥିତ ‘ନୋ ଲିମିଟ୍ ବାର୍‌’ ଅଗ୍ନିକାଣ୍ଡ ପରେ ରାଜ୍ୟରେ ଅଗ୍ନି ନିରାପତ୍ତା ନେଇ କଡାକଡି ଯାଞ୍ଚ ହେବ । ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ୧୦ ଦିନ ଭିତରେ ଭୁବନେଶ୍ୱରର ସମସ୍ତ ବାରରେ…

Internet Restriction: ମାଲକାନଗିରିରେ ଆଉ ୨୪ ଘଣ୍ଟା ବଢ଼ିଲା ଇଣ୍ଟରନେଟ୍ କଟକଣା

ପୁଣି ବଢ଼ିଲା ଇଣ୍ଟରନେଟ କଟକଣା । ମାଲକାନଗିରିରେ ଆଉ ୨୪ ଘଣ୍ଟା ବଢ଼ିଲା ଇଣ୍ଟରନେଟ୍ କଟକଣା । ଆସନ୍ତାକାଲି ମଧ୍ୟରାତ୍ର ୧୨ଟା ଯାଏଁ ଇଣ୍ଟରନେଟ୍ କଟକଣା ବୃଦ୍ଧି କରାଯାଇଛି। ଏମ୍‌ଭି ୨୬ ଓ ରାଖେଲଗୁଡ଼ା ଗାଁ ବିବାଦକୁ ନେଇ ପ୍ରଶାସନର ନିଷ୍ପତ୍ତି…

CRPF Jawan Shoots Self: ନୂଆପଡ଼ାରେ ସର୍ଭିସ ବନ୍ଧୁକରୁ ଗୁଳି ଚଳାଇ ଜୀବନ ହାରିଲେ ଯବାନ

ନିଜ ସର୍ଭିସ୍ ବନ୍ଧୁକରୁ ଗୁଳି ଚଳାଇ ଜୀବନ ହାରିଲେ ଯବାନ । ଏପରି ଅଭାବନୀୟ ଘଟଣା ସାମ୍ନାକୁ ଆସିଛି ନୂଆପଡା ଜିଲ୍ଲାରେ । ସୁନାବେଡ଼ା ଅଭୟାରଣ୍ୟ ଢେକୁନ୍‌ପାନି CRPF କ୍ୟାମ୍ପରେ ସିଆର୍‌ପିଏଫ୍‌ ଯବାନ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି । ଡ୍ୟୁଟିରେ…

Konark Eco Retreat: କୋଣାର୍କ ଇକୋ ରିଟ୍ରିଟ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ ମୁହାଁଣ ନିକଟରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ଆୟୋଜିତ ହୋଇଛି ୭ମ ଇକୋ-ରିଟ୍ରିଟ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଉତ୍ସବକୁ ଉଦ୍‌ଘାଟନ କରିଛନ୍ତି । କାର୍ଯ୍ୟକ୍ରମରେ ଅଭିଭାଷଣ ରଖି…