ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଲକର କନିଷ୍ଠ ଯନ୍ତ୍ରୀ । ଶ୍ମଶାନ ଉନ୍ନତୀକରଣ କାମର ବିଲ୍‌ କରାଇବାକୁ ଠିକାଦାରଙ୍କଠୁ ୨୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ନାଉଗାଁ ବ୍ଲକର କନିଷ୍ଠ ଯନ୍ତ୍ରୀ ସ୍ମୃତିରଞ୍ଜନ ନାୟକ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। କନିଷ୍ଠ ଯନ୍ତ୍ରୀଙ୍କ ସହ ତାଙ୍କର ଜଣେ ସହଯୋଗୀ ମଧ୍ୟ ଧରାପଡିଥିବା ସୂଚନା ମିଳିଛି। ଏହାସହ କନିଷ୍ଠ ଯନ୍ତ୍ରୀଙ୍କ ବିଭିନ୍ନ ଠିକଣାରେ ଚଢାଉ କରିଛି ଭିଜିଲାନ୍ସ।

Leave a Reply

Your email address will not be published. Required fields are marked *